Breaking News

ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||     

ଖଲ୍ଲିକୋଟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ରୋଗୀ କଲ୍ୟାଣ ସମିତି ର ବୈଠକ |

07-Jan-2025

ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ରୋଗୀ କଲ୍ୟାଣ ବୈଠକ, ନୂତନ ଆମ୍ବୁଲାନ୍ସ ଓ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନା ପାଇଁ ଆଲୋଚନା | 
          ************************************
ଖଲ୍ଲିକୋଟ : 7/1 ମଙ୍ଗଳବାର ଦିନ ଗଞ୍ଜାମ  ଜିଲ୍ଲା ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ପରିଚାଳନା କମିଟି ତଥା ରୋଗୀ କଲ୍ୟାଣ ସମିତି ର ଏକ ବୈଠକ ସ୍ଥାନୀୟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଙ୍କ ଅଧକ୍ଷତା ରେ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ରେ ଅନୁଷ୍ଠିତ ହୋଇ ଯାଇଛି |ଆୟୋଜିତ ବୈଠକ ରେ ରୋଗୀ କଲ୍ୟାଣ ବାବଦରେ ସରକାରଙ୍କ ତରଫରୁ ମିଳିଥିବା ଅର୍ଥ ର ଆୟବ୍ୟୟ ର ବିବରଣୀ ଉପସ୍ଥାପନ ହୋଇଥିଲା |ତେବେ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନ ରେ ଥିବା ଆମ୍ବୁଲାନ୍ସ ର ଆସନ୍ତା ମାର୍ଚ୍ଚ ମାସରେ ଲାଇଫ ସରିବାକୁ ବସିଥିବା ବେଳେ ସାଂସଦ କିମ୍ବା ବିଧାୟକ ପାଣ୍ଠି ରୁ ଏକ ନୂତନ ଆମ୍ବୁଲାନ୍ସ ପ୍ରଦାନ ପାଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଅଧକ୍ଷ ଡକ୍ଟର ପ୍ରଦୀପ କୁମାର ଗନ୍ତାୟତ ବିଧାୟକ ଦୃଷ୍ଟି ଆକର୍ଷଣ କରିଥିଲେ | ସେହିପରି ଖଲ୍ଲିକୋଟ କୁ ଉପଖଣ୍ଡ ସ୍ତରୀୟ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ କରିବା ପାଇ ବିଧାୟକ ଶ୍ରୀ ସେଠି ବିଧାନସଭା ରେ ସରକାରଙ୍କ ଦୃଷ୍ଟି କୁ ନେଇଥିବା ପ୍ରକାଶ କରିଥିଲେ |ନୂତନ ବର୍ଷ ରେ ନୂତନ ରୋଗୀ କଲ୍ୟାଣ ସମିତି ଗଠନ ପାଇଁ ପ୍ରସ୍ତାବ ଆସିଥିଲା |ଏ ଅବସର ରେ ବିଧାୟକ ବାଣିଆ ପଂଚାୟତ ର ଦୁଇ ଜଣ ଯକ୍ଷ୍ମା ରୋଗୀ ପୃଦତିକାରକ ଖାଦ୍ୟ ପ୍ୟାକେଟ ବଣ୍ଟନ କରିଥିଲେ | ଖଲ୍ଲିକୋଟ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଚଳିତ ବର୍ଷ ର କୟାକଳ୍ପ ପୁରସ୍କାର ହାସଲ କରିଥିବା ଯୋଗୁଁ ବିଧାୟକ ନିର୍ମଳ ସାଥି ମ୍ୟାଲେରିଆ ସୁପେର ଭାଇଜର, ନର୍ସ, ନିରାପତା କର୍ମଚାରୀ ସାନିଟାରୀ ନିରୀକ୍ଷକ କାଳୁ ଚରଣ ନାୟକ ସମସ୍ତ ସୁରକ୍ଷା କଡ଼ମୀ ଙ୍କ ଉତ୍କର୍ଷ ସେବା ପାଇଁ ମାନପତ୍ର ପ୍ରଦାନ କରାଯାଇ ଥିଲା |ଏବଂ 15 ଲକ୍ଷ ଟଙ୍କା ବ୍ୟୟ ରେ ପ୍ରତିଷ୍ଠିତ ଏକ ଯେନସେଟ କୁ ବିଧାୟକ ଉଦଘାଟନ କରିଥିଲେ |ଅନ୍ୟ ମାନଙ୍କ ମଧ୍ୟରେ ଖଲ୍ଲିକୋଟ ଗୋଷ୍ଟି ଉନ୍ନୟନ ଅଧିକାରୀ ଓ ରୋଗୀ କଲ୍ୟାଣ ସମିତି ର ସଭ୍ୟ ଓ ପି ଆର ଆଇ ସଭ୍ୟ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ | ତେବେ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ଆବଶ୍ୟକ ପରିମାଣ ର ବିଶେଷଜ୍ଞ ଡକ୍ଟର ଓ ଦୁର୍ଘଟଣା ଗ୍ରସ୍ତ ରୋଗୀ ଙ୍କ ଆକସ୍ମିକ ସେବା ପାଇ ତୁରନ୍ତ ଟ୍ରମା କେୟାର କେନ୍ଦ୍ର ପ୍ରତିଷ୍ଠା ପାଇ ବୈଠକ ରେ ଉଦବେଗ ପ୍ରକାଶ ପାଇଥିଲା | ( ଫୋଟ )

( ରିପୋର୍ଟ - ମାଧବ ବେହେରା, ଖଲ୍ଲିକୋଟ )

News Comment

You Might Also Like

BACK TO TOP