Breaking News

ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||     

ଖଲ୍ଲିକୋଟ ଦେବୀ ଝର କ୍ଷୁଦ୍ର ଜଳ ସେଚନ ର ପୁନଃ ରୁଦ୍ଧାର ପାଇଁ 92ଲକ୍ଷ38ହଜାର ଅନୁମୋଦନ |

08-Jan-2025

ଦେବୀ ଝର କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ର ପୁନଃ -ଉଦ୍ଧାର ପାଇଁ ଖର୍ଚ୍ଚ ହେବ 92 ଲକ୍ଷ 38 ହଜାର ଟଙ୍କା | 
       ****************************
    ଓଡିଶା ଜନମତ,ଖଲ୍ଲିକୋଟ, ମାଧବ ବେହେରା : 8/1

ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ  ଆଦିବାସୀ ଅଧ୍ୟୁଷିତ  ବାଦ ପଲ୍ଲୀ ପଂଚାୟତ ରେ ଥିବା ଦେବୀ ଝର କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ର ଜଳ ଧାରଣ କ୍ଷମତା ବୃଦ୍ଧି କରିବା ସାଙ୍ଗକୁ ଆଠ କିଲୋ ମିଟର କେନାଲ ର ମରାମତୀ ପାଇଁ କ୍ଷୁଦ୍ର ଜଳ ସେଚନ ବିଭାଗ ତରଫରୁ RRR ଯୋଜନା ମାଧ୍ୟମ ରେ 92 ଲକ୍ଷ 38 ହଜାର ଟଙ୍କା ମଂଜୁର ହୋଇଥିବା ଜଣାପଡିଛି |ମଙ୍ଗଳବାର ଦିନ ସ୍ଥାନୀୟ ବିଧାୟକ ଙ୍କ ଅନୁପସ୍ଥିତି ରେ ତାଙ୍କ ପ୍ରତିନିଧି ଖଲ୍ଲିକୋଟ ବ୍ଲକ ର ପୂର୍ବତନ  ଉପାଧ୍ୟକ୍ଷ ପଦ୍ମ ଚରଣ ସୁବୁଦ୍ଧି ଭିତ୍ତି ପ୍ରସ୍ତର ସ୍ଥାପନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ |ଅନ୍ୟ ମାନଙ୍କ ମଧ୍ୟରେ ଖଲ୍ଲିକୋଟ କ୍ଷୁଦ୍ର ଜଳସେଚନ ଉପଖଣ୍ଡ  ର ସହ ନିର୍ବାହୀ ଯନ୍ତ୍ରୀ ନାରାୟଣ ନାୟକ ଓ ସହକାରୀ ଯନ୍ତ୍ରୀ ଗଙ୍ଗାଧର ଟୁଡୁ ଓ ଠିକାଦାର କୃଷକ ପ୍ରଭୃତି ଯୋଗ ଦେଇ ଅଂଶ ଗ୍ରହଣ କରିଥିଲେ | ଏହି ଜଳ ସେଚନ ପ୍ରକଳ୍ପ ପୁନଃ ଉଦ୍ଧାର ହେଲେ 5 ଶହ ହେକ୍ଟର ଧାନ ଜମି କୁ ପାଣି ମାଡିବା ସହ ପୂର୍ବ ଆୟ କଟ ବଜାୟ ରହିବା ସାଙ୍ଗକୁ କୃଷକ ମାନେ ଜଳସେଚନ ର ସୁବିଧା ପାଇବେ ବୋଲି ବିଭାଗୀୟ ସୂତ୍ର ରୁ ଜଣାପଡିଛି |

News Comment

You Might Also Like

BACK TO TOP