Breaking News

ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||     

25ତମ ବାର୍ଷିକ ଉତ୍ସବ ନିମନ୍ତେ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ |

08-Jan-2025

*ପଚିଶତମ ବାର୍ଷିକୋତ୍ସବ ନିମନ୍ତେ କ୍ରୀଡ଼ା ପ୍ରତିଯୋଗିତା*,

ଓଡିଶା ଜନମତ,ବୁଗୁଡ଼ା,  ହରପ୍ରସାଦ ପାଢ଼ୀ,,

ବୁଗୁଡ଼ା  ; ସ୍ଥାନୀୟ ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ର ୨୫ ତମ ବାର୍ଷିକ ଉତ୍ସବ ଅବସରରେ ଜନତା ଉଚ୍ଚବିଦ୍ୟାଳୟ ପ୍ରାଙ୍ଗଣରେ ବିଧିବଦ୍ଧ ଭାବେ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ମନୋଜ କୁମାର ସ୍ଵାଇଁ କ୍ରୀଡ଼ା ପ୍ରତିଯୋଗିତା ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲ । କ୍ରୀଡ଼ାଶିକ୍ଷକ ସତ୍ୟଶ୍ରୀ କୁମାର ଜେନା କ୍ରୀଡ଼ା କାର୍ଯ୍ୟ ପରିଚାଳନା କରିଥିବା ବେଳେ ଗବେଷକ ବିଭୂତି ଭୂଷଣ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିଲେ । ଅଧ୍ୟାପକ ପ୍ରଭାକର ଡାକୁଆ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ । ଅନୁଷ୍ଠାନର ଶତାଧିକ ଛାତ୍ରୀ କ୍ରୀଡ଼ା କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । ଆଜି କ୍ରୀଡ଼ା ମଧ୍ୟରେ ୧୦୦ ମି. ଓ ୨୦୦ ମି. ଦୌଡ଼ ପ୍ରତିଯୋଗିତା ହେବା ସହିତ ଲଙ୍ଗଜାମ୍ପ୍ ଓ ହାଇଜାମ୍ପ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଆସନ୍ତା କାଲି ପାଇଁ ମଧ୍ୟ ଅନ୍ୟାନ୍ୟ କ୍ରୀଡ଼ା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ରହିଛି ବୋଲି କ୍ରୀଡ଼ା ଶିକ୍ଷକ ଶ୍ରୀଯୁକ୍ତ ଜେନା ମତ ପ୍ରକାଶ କରିଥିଲେ । ଅନୁଷ୍ଠାନର ଅନ୍ୟାନ୍ୟ ଅଧ୍ୟାପକ ଓ କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP