Breaking News

ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||     

ଟାଟା ମୋଟର୍ସ ରେ ଚାକିରି ଦେବା ନାମରେ ଠକେଇ ମାମଲା ରେ ପ୍ରଦୀପ ପାଣିଗ୍ରାହୀ ଙ୍କୁ ଆଶ୍ବସ୍ତି |

08-Jan-2025

ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ୱସ୍ତି, ଟାଟା ମୋଟର୍ସ ରେ ଚାକିରି  ଦେବା ନାମରେ  ହୋଇଥିବା କେଶ ମାମଲା ରେ  |

       ଓଡିଶା ଜନମତ  ବ୍ୟୁରୋ,

ବ୍ରହ୍ମପୁର: ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରିଦେବା ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ୱସ୍ତି ମିଳିଛି। ଏମ୍‌ପି/ ଏସ୍ଏଲ୍‌ଏ କୋର୍ଟରେ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ୨ଟି ମାମଲାରେ ଆଶ୍ବସ୍ତି ମିଳିଛି। ଏଥ୍ ସହିତ ଅଭୟ ପାଠକ ଓ ତାଙ୍କର ପୁଅ ଆକାଶ ପାଠକ ଙ୍କୁ ମଧ୍ୟ ଆଶ୍ୱସ୍ତି ମିଳିଛି। ଆଜି କୋର୍ଟରୁ ଏହି ୩ ଜଣଙ୍କୁ ଆଶ୍ୱସ୍ତି ମିଳିଥିବା ବେଳେ ଅନ୍ୟ ୩ଟି ମାମଲରେ ଆସନ୍ତାକାଲି ଶୁଣାଣି ହେବ। ସୂଚନାଯୋଗ୍ୟ, ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ପୂର୍ବରୁ ୫ ଜଣ ଏତଲାକାରୀ ଓହରି ଯାଇ ଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ୫ ଜଣ କହିଛନ୍ତି । ଗତମାସ ୧୮ ତାରିଖରେ ୩ ଜଣ ଓ ୧୦ ତାରିଖ ଦିନ ୨ ଜଣ ଏତଲାକାରୀ ( ଲକ୍ଷ୍ମୀଧର ନାୟକ ଓ ପ୍ରଭାତ କୁମାର ନାୟକ) କହିଥିଲେ ଯେ, ପ୍ରଦୀପଙ୍କୁ କୌଣସି ପ୍ରକାର ଅର୍ଥ ନେଣଦେଣ ହୋଇ ନାହିଁ । ଗତମାସ ୧୦ ତାରିଖରେ ୨ ଜଣ ଅଭିଯୋଗକାରୀ ସେମାନଙ୍କୁ ବିଜେଡି ଓ ପ୍ରଶାସନର ଚାପ ଯୋଗୁଁ ଏଭଳି ଏତଲା ଦେଇଥିଲେ ବୋଲି ମାଜିଷ୍ଟ୍ରେଟଙ୍କ ଆଗରେ ପ୍ରଦୀପଙ୍କ ଓକିଲ କହିଥିଲେ। ସାଂସଦ ଓ ବିଧାୟକଙ୍କ ମାମଲା ବିଚାରଣା ପାଇଁ ରହିଥ‌ିବା ସ୍ୱତନ୍ତ୍ର କୋର୍ଟ ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ (ଗ୍ରାମାଞ୍ଚଳ) ଜୁଏଲ୍ ପଟ୍ଟନାୟକଙ୍କ କୋର୍ଟରେ ଏହି ମାମଲାର ବିଚାରଣା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଗୋଳନ୍ଥରା ଥାନାରେ ରୁଜୁ ହୋଇଥ‌ିବା ଦୁଇଟି ଟଙ୍କା ଠକେଇ ମାମଲା ଜିଆର– ୨୨୨୫/୨୦ର ଏତଲାକାରୀ ଲକ୍ଷ୍ମୀଧର ନାୟକ ଓ ଜିଆର–୬୨/୨୧ର ଏତଲାକାରୀ ପ୍ରଭାତ ନାୟକ ନିଜର ସାକ୍ଷ୍ୟ ଦେଇଥିଲେ।  ବିଜେଡିର କିଛି ଲୋକ ପ୍ରଦୀପ ଙ୍କ ବିରୁଦ୍ଧରେ କହିବା ପାଇଁ ଲୋକମାନଙ୍କୁ  ଧମକ ଦେଇ ମିଛ କହି କେଶ ୠଜୁକରିଥିବା ଘଟଣା ଜର୍ଜ ଶୁଣିଲା ପରେ ପ୍ରଦୀପ ଙ୍କୁ ଟିକିଏ ଆଶ୍ବସ୍ତି ମିଳିଛି  |;ମିଛ କେଶ ରେ ତାଙ୍କୁ ଛନ୍ଦି ଡିଆ ଯାଇଥିଲା , ତାଙ୍କର କହିବା କଥା ସତ୍ୟର ସବୁବେକେ ଜୟ ହୋଇ ଥାଏ  |

News Comment

You Might Also Like

BACK TO TOP