Breaking News

ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||     

ଜାନୁୟାରୀ 13 ରୁଫେବୃୟାରୀ 26 ଯାଏଁ ଓଡିଶାରୁ କୁମ୍ଭ ମେଳା ପାଇଁ ଗଡିବ ଓ ଏସ ଆର ଟି ସି ବସ |

09-Jan-2025

ମହା କୁମ୍ଭ ମେଳା ପାଇଁ ୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍, 
 
              ଓଡିଶା ଜନମତ  ବ୍ୟୁରୋ, 

ଭୁ ବ ନେ ଶ୍ବ ର : ଜାନୁଆରୀ ୧୩ ତାରିଖରୁ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟିକୋଟି – ଶ୍ରଦ୍ଧାଳୁ ଯୋଗଦେଇ ଗଙ୍ଗାରେ ବୁଡ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟପକ ବ୍ୟବସ୍ଥା କରାଯାଇଥିବା ବେଳେ ଏବେଠାରୁ ଭିଡ ଜମିଲାଣି। ଏଥିରେ ସାମିଲ୍ ହେବା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ରବସ,
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ। ସ୍ଵତନ୍ତ୍ର ବସ୍ ସେବା ଆସନ୍ତା ୧୩ରୁ ଫେବ୍ରୁଆରୀ ୨୬ ପର୍ଯ୍ୟନ୍ତ ଚାଲିବ । OSRTC ୱେବସାଇଟ୍, ମୋବାଇଲ୍ ଆପରେ ଟିକେଟ ବୁକିଂ କରି ହେବ। ଯାତ୍ରୀ ସହାୟତା ପାଇଁ ୨୪ ଘଣ୍ଟିଆ ହେଲ୍‌ପଲାଇନ ବ୍ୟବସ୍ଥା କରାଯାଇଛି।  ଯାତ୍ରୀ ସହାୟତା ପାଇଁ ୨୪ ଘଣ୍ଟିଆ ହେଲ୍‌ପ ଲାଇନ ବ୍ୟବସ୍ଥା କରାଯାଇଛି। ଯାହା ଫଳରେ ଓଡ଼ିଶାର ଭକ୍ତ ମାନେପ୍ରୟୋଗ ରାଜକୁ ବସ ରେ ଯାଇ କୁମ ମେଳା ରେ  ବୁଡ଼ ପକାଇ କୋଟି ଜନ୍ମର ପୁଣ୍ୟ ଫଳ ପାଇପାରିବା ସହ ବହୁ ସାଧୁ, ସନ୍ଥ, ମାନଙ୍କୁ ଦର୍ଶନ କରି କୁତାର୍ଥ ହୋଇ ପାରିବେ  | ତେଣୁ ଜାନୁୟାରୀ ୧୩ରୁ ଫେବ୍ରୁଆରୀ ୨୬ ଯାଏଁ ବସ ଟିକଟ ବୁକିଙ୍ଗ କରିବା ପାଇଁ ଓଡିଶା ରାଜ୍ୟ ପରିବହନ ସଂସ୍ଥା ପକ୍ଷରୁ ସବୁ ପ୍ରକାର ବ୍ୟବସ୍ତା କରାଯାଇଛି  |

News Comment

You Might Also Like

BACK TO TOP