Breaking News

ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||     

ଖଲ୍ଲିକୋଟ ଡ଼ି ଆଇ ଇ ଟି ଠାରେ ଦୁଇଦିନିଆ ସିଲ ସମ୍ପର୍କିତ ପାଠ ଚକ୍ର ର ଉଦ ଘାଟନ |

10-Jan-2025

ଖଲ୍ଲିକୋଟ :  ଡି.ଆଇ.ଇ.ଟି. (ଗଂଜାମ) ଠାରେ ଦୁଇ ଦିନିଆ ସିଲ୍  ସମ୍ପର୍କୀତ ପାଠଚକ୍ର ଶୁଭୋଦ୍ଘାଟିତ,

            ଓଡିଶା ଜନମତ ବ୍ୟୁରୋ,

ଶିକ୍ଷାର ପ୍ରାଣକେନ୍ଦ୍ର ସାବ୍ୟସ୍ତ ହେଉଥିବା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ଠାରେ ତା ୧୦/୦୧/୨୦୨୫ ରିଖ ଏବଂ ତା ୧୧/୦୧/୨୦୨୫ ରିଖ ଦୁଇଦିନ ଧରି ହେବାକୁ ଥିବା ସିଲ୍ ବିଷୟକ ପାଠଚକ୍ରକୁ ଆଜି ଶିକ୍ଷା ଜିଲ୍ଲା ଅଧିକାରୀ ଶ୍ରୀମତୀ ଅମିତା ପଟ୍ଟନାୟକ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶୁଭୋଦ୍ଘାଟନ କରିଅଛନ୍ତି । ଏହି ଅବସରରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ନୟାଗଡ଼ର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ, ସି.ଟି. ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ଅଜୟ କୁମାର ପେଣ୍ଠୋଇ, ପ୍ରଶିକ୍ଷଣ ପ୍ରତିଷ୍ଠାନ ନିମାପଡ଼ାର ଭାରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ପ୍ରଭାକର ତ୍ରିପାଠୀ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ସାମାଜିକ ଆବେଗିକ ନୈତିକ ଶିକ୍ଷା ବିଷୟ ଆଧାରିତ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ । ଆୟୋଜିତ ପାଠଚକ୍ରରେ ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ସନ୍ତୋଷ କୁମାର ପରିଡ଼ା ସମସ୍ତଙ୍କୁ ସ୍ୱାଗତ ଅଭିନନ୍ଦନ ଜଣାଇ ଶିକ୍ଷକଙ୍କ ଗୁରୁ ଦାୟିତ୍ବ ସାମାଜିକ ପ୍ରତିବଦ୍ଧତା, ଆବେଗ ପ୍ରବଣତା, ନୈତିକତାର ସ୍ଥାନ, ପାଠଚକ୍ର ଆୟୋଜନ ପଛରେ ଥିବା ପ୍ରକୃତ ଲକ୍ଷ୍ୟ ଆଭିମୁଖ୍ୟ ସମ୍ପର୍କୀତ ସ୍ୱତନ୍ତ୍ର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପାଠଚକ୍ରରେ ଗଂଜାମ ଜିଲ୍ଲାର ଆସିକା, ବେଗୁନିଆ ପଡ଼ା, ବେଲଗୁଣ୍ଠା, ଭଂଜନଗର, ବୁଗୁଡ଼ା, ଛତ୍ରପୁର, ଚିକିଟି, ଧରାକୋଟ, ଦିଗପହଣ୍ଡି, ଗଂଜାମ, ହିଞ୍ଜିଳିକାଟୁ, ଜଗନ୍ନାଥ ପ୍ରସାଦ, କବିସୂର୍ଯ୍ୟନଗର, ଖଲ୍ଲିକୋଟ, କୁକୁଡାଖଣ୍ଡି, ପାତ୍ରପୁର, ପୋଲସରା, ପୁରୁଷୋତ୍ତମ ପୁର, ରଙ୍ଗେଇଲୁଣ୍ଡା, ସାନଖେମୁଣ୍ଡି, ଶେରଗଡ଼, ସୋରଡ଼ା ବ୍ଲକରୁ ଜଣେ ଲେଖାଏଁ ପ୍ରତିନିଧି ସ୍ଥାନୀୟ ଶିକ୍ଷକ ସ୍ବରଚିତ ଗବେଷଣା ଧର୍ମୀ ସନ୍ଦର୍ଭ ଉପସ୍ଥାପନ କରିବାର ବ୍ୟବସ୍ଥା ରହିଛି । କାର୍ଯ୍ୟକ୍ରମରେ ଗଂଜାମ ଜିଲ୍ଲାର ସମସ୍ତ ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ର ସଂଯୋଜନା ଦାୟିତ୍ବ ତୁଲାଇଛନ୍ତି ପ୍ରଶିକ୍ଷିକା ଶ୍ରୀମତୀ ସରୋଜିନୀ ମିଶ୍ର । ଆୟୋଜିତ ପାଠଚକ୍ରରେ ପ୍ରତିଷ୍ଠାନର ପ୍ରଶିକ୍ଷକ ଅଭିରାମ ବିଶ୍ୱାଳ, ଦେବେନ୍ଦ୍ର କୁମାର ସାହୁ, ବିଷ୍ଣୁ ନାରାୟଣ ଜେନା, ମୁକ୍ତିକାନ୍ତ ବେହେରା, ନବୀନ ପରମାଣିକ, ସୁକୁଲେଇ ଟୁଡୁ, ଜିତେନ୍ଦ୍ର କୁମାର ପଣ୍ଡା, ପ୍ରଶିକ୍ଷିକା ଡକ୍ଟର ନୀହାରିକା ସାମନ୍ତରାୟ, ଶ୍ରୀମତୀ ନିବେଦିତା ପାଢ଼ୀ, ପ୍ରଜ୍ଞା ପରମିତା, ଲିପି ଶ୍ରୀ ଦେବୀ, ଜୟନ୍ତୀ ବେହେରା, କଲ୍ୟାଣୀ କୁମାରୀ ଗୈାଡ, ଭାବିଲିତା ନାୟକ, ଗାୟତ୍ରୀ ସ୍ୱାଇଁ, ଅନୁପମା ଦାସ, ବବିତା ସିଂ ନାୟକଙ୍କ ସମେତ ବରିଷ୍ଠ ସେକ୍ସନ ଅଧିକାରୀ ପ୍ରବେଶ କୁମାର ପଟ୍ଟନାୟକ, କନିଷ୍ଠ କିରାଣୀ ଆଶିଷ ରଞ୍ଜନ ସେଠୀ, ନିରୂପମା ପ୍ରଧାନ, କମ୍ପ୍ୟୁଟର ସହାୟକ ମନୋରଞ୍ଜନ ବାରିକ, ପ୍ରତିଷ୍ଠାନର କର୍ମଚାରୀ ଜୟଶଙ୍କର ଗୈାଡ, ସୁକାନ୍ତି ସେଠୀ, ଚନ୍ଦ୍ର ନାୟକ ପ୍ରମୁଖ ପାଠଚକ୍ର ପରିଚାଳନାରେ ସହଯୋଗ କରିଥିଲେ । ଏହି ପାଠଚକ୍ର ଆସନ୍ତା କାଲି ଉଦଯାପିତ ହେବ ବୋଲି ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କ ତରଫରୁ ପ୍ରକାଶ ପାଇଛି ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP