Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା, ଯୁବକଙ୍କ ମୃତ୍ୟୁ |

10-Jan-2025

ଗଛରେ ପିଟି ହେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ,

             ଓଡିଶା ଜନମତ  ବ୍ୟୁରୋ,

ବାଲିଗୁଡାକନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ  ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ କୁର୍ତମଗଡ଼ ପଞ୍ଚାୟତସ୍ଥିତ ଟୋଲ ଗେଟ୍‌ ସାମ୍ନାରେ ଘଟିଛି ଏକ ସଡ଼କ ଦୁର୍ଘଟଣା। ପ୍ରକାଶ ଯେ, ବୁଧବାର ବିଳମ୍ବିତ ରାତିରେ ଓଡି- ୦୮ -ଏନ୍‌- ୨୭୮୫ ନମ୍ବର ବିଶିଷ୍ଟ ଏକ ବାଇକ୍‌ ବାଲିଗୁଡ଼ା ଅଭିମୁଖେ ଯାଉଥିବା ସମୟରେ ଟୋଲ୍‌ଗେଟ୍‌ରୁ ମାତ୍ର ୧୦୦ ମିଟର ଦୂରରେ ରାସ୍ତାପାର୍ଶ୍ୱରେ ଥିବା ଏକ ଗଛକୁ ଧକ୍କା ଦେବା ଫଳରେ ଯୁବକଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗୁରୁବାର ସକାଳୁ ସକାଳୁ ପ୍ରାତଃ ଭ୍ରମଣରେ ଯାଉଥିବା କୁର୍ତମଗଡ଼ ଗ୍ରାମର ରହନ ନନ୍ଦ,  ତୋଫାନ ନାୟକ, ପିଙ୍କୁ ନନ୍ଦ ଦୁର୍ଘଟଣାଗ୍ରସ୍ତ ବାଇକ୍‌କୁ ଦେଖି ତୁମୁଡ଼ିବନ୍ଧ ପୋଲିସକୁ ଖବର ଦେଇଥିଲେ କିନ୍ତୁ ପୋଲିସ ପହଞ୍ଚିବାରେ ବିଳମ୍ବ ହେବାରୁ ତୁମୁଡିବନ୍ଧରୁ ୧୦୮ ଆମ୍ବୁଲାନ୍ସକୁ ଡକାଇ ଦୁର୍ଘଟଣା ବ୍ୟକ୍ତିଙ୍କୁ ତୁମୁଡିବନ୍ଧ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଛନ୍ତି। ବାଇକ ଚାଳକଙ୍କ ପରିଚୟ ଏପର୍ଯ୍ୟନ୍ତ  ମିଳିପାରିନାହିଁ l

News Comment

You Might Also Like

BACK TO TOP