Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 76ତମ ସାଧାରଣ ତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ |

10-Jan-2025

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ,

          ଓଡିଶା ଜନମତ  ବ୍ୟୁରୋ,

ବାଲିଗୁଡା କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଉତ୍ସବ ପାଳନ କମିଟି ପକ୍ଷରୁ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ତହସିଲଦାର ଦିପ୍ତି ପ୍ରକାଶ ବେହେରା ଙ୍କ ଅଧ୍ଯକ୍ଷତାରେଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ବାଲିଗୁଡା ବିଡ଼ିଓ ଅକ୍ଷୟ କୁମାର ମଲ୍ଲିକ, ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ, ରେଞ୍ଜର ଅତୁଲ୍ୟ କୁମାର ମହାନ୍ତି, ଗୋଷ୍ଟୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ  ସମେତ ସମସ୍ତ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ, ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନର ଅଧିକାରୀ, ବରିଷ୍ଠ ନାଗରିକ ପ୍ରମୁଖ ସାମ୍ବାଦିକ ଉପସ୍ଥିତ ଥିଲେ I ଉପଖଣ୍ଡ ଲୋକ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧୀରଜ ପାତ୍ର ପରିଚାଳନା କରିଥିଲେ I ପୂର୍ବ ବର୍ଷର ବିବରଣୀ ପାଠ କରାଯାଇ ଚଳିତ ବର୍ଷର ସାଧାରଣତନ୍ତ୍ର ଦିବସ ଶାନ୍ତି ଶୃଙ୍ଖଳା ରେ ଯେପରି ପାଳନ ହେବ ସେ ବିଷୟରେ ଆଲୋଚନା କରାଯାଇଥିଲା |ଉପଖଣ୍ଡ ସ୍ତରୀୟ ସାଧରଣ ତନ୍ତ୍ର ପେରେଡ ରେ ୩୪ ଟି ଦଳ ଅଂଶଗ୍ରହଣ କରିବା ନେଇ ନିଷ୍ପତ୍ତି ଗ୍ରହଣ କରା ଯାଇଛି | କାର୍ଯ୍ୟକ୍ରମ ଟିକୁ ଉତ୍ସବ ପାଳନ କମିଟି ସହ ସମ୍ପାଦକ ତୀର୍ଥବାସୀ ଘଡେଇ, ସୂଚନା ଓ ଲୋକ ସମ୍ପର୍କ କର୍ମଚାରୀ ଅଭିମନ୍ୟୁ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP