Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ଓଡିଶା ରୁ କୁମ୍ବ ମେଳା କୁ ଚାଲିବ ବସ, ମହିଳା ଙ୍କ ନିମନ୍ତେ 50ଭାଗ ରିହାତି |

11-Jan-2025

ଓଡ଼ିଶାରୁ  କୁମ୍ଭ ମେଳା ନିମନ୍ତେ ଚାଲିବ ବସ୍ ୫୦% ମହିଳା ଙ୍କ ନିମନ୍ତେ ରିହାତି,

                  ଓଡିଶା ଜନମତ  ବ୍ୟୁରୋ,

ଭୁବନେଶ୍ୱର : ଉତ୍ତରପ୍ରଦେଶର ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପାଇଁପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରୁ ଯିବ ୮ଟି ବସ୍। ଏଥିରେ ମହିଳାଙ୍କ ପାଇଁ ୫୦% ରିହାତି ରହିଛି। ଏନେଇ ସୂଚନା ଦେଇଛନ୍ତି ଙଝଜଞଉ ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ। ସେ କହିଛନ୍ତି, ୧୨ ତାରିଖରେ ପ୍ରଥମ ପର୍ଯ୍ୟାୟ ରେ ଯିବ ୮ଟି ବସ। ଆବଶ୍ୟକ ହେଲେ ଅଧୂକ ବସ ଚାଲିବା ବ୍ୟବସ୍ଥା ହେବ। ପ୍ରତି ଯାତ୍ରୀଙ୍କୁ ୫ ହଜାରରୁ ଊର୍ଦ୍ଧ୍ବ ଟଙ୍କା ଟିକେଟ ଚାର୍ଜ ରହିଛି। ମହିଳାଙ୍କ ପାଇଁ ୫୦% ରିହାତି ବ୍ୟବସ୍ଥା ରହିଛି। ରହିବା, ଖାଇବାର ବ୍ୟବସ୍ତା କରିବ ଡଝଜଞଉ । ପୁରୀ, ସ ମ୍ବ ଲ ପୁର, ଭବାନୀପାଟଣା, ବ୍ରହ୍ମ ପୁରରୁ ବସ୍ ଗୁଡ଼ିକ ଅଯୋଧ୍ୟା ଯିବ ବୋଲି ଙଝଜଞଉ ଅତିରିକ୍ତ ସଚିବ କହିଛନ୍ତି। ଆସନ୍ତା ୧୩ ତାରିଖରୁ ପ୍ରୟାଗରାଜରେ ଆରମ୍ଭ ହେବାକୁ ଯାଉଛି ମହାକୁମ୍ଭ ମେଳା। ଏଥିରେ ଦେଶ ବିଦେଶର କୋଟିକୋଟି ଶ୍ରଦ୍ଧାଳୁ, ସାଧୁସନ୍ଥ ଓ ସନ୍ନ୍ୟାସୀମାନେ ଯୋଗ ଦେଲେଣି। ବିଶେଷ କରି ନାଗା ସାଧୁମାନେ ପ୍ରୟାଗରାଜ ଆସିବା ଆରମ୍ଭ କଲେଣି। ସେଥି ପାଇଁ  ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରା ଯାଇଛି। ୧୨ ବର୍ଷରେ ଥରେ ଏହି ମହାକୁମ୍ଭ ମେଳା ପଡ଼ୁଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଖେଳି ଯାଇଛି।

News Comment

You Might Also Like

BACK TO TOP