Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ଶୀତରେ ଥରୁଛି ସାରା ଓଡିଶା |

11-Jan-2025

ଶୀତ ରେ ଥରୁଛି ଓଡିଶା,

(ଆଉ ୨ ଦିନ  ରାଜ୍ୟରେ ଲାଗି ରହିବ ଶୀତ,  ଓ ଘନ କୁହୁଡ଼ି,

             Bଓଡିଶା ଜନମତ  ବ୍ୟୁରୋ,

ଭୁବନେଶ୍ଵର : ରାଜ୍ୟରେ ଆହୁରି ୨ଦିନ ବିଭିନ୍ନ ସ୍ଥାନରେ କୁହୁଡ଼ି ଜାରି ରହିବ । ସାରା ରାଜ୍ୟରେ ବର୍ତମାନ ଶୀତର
ପ୍ରଭାବ ଜାରି ରହିଛି । ଏହାସହ କୁହୁଡ଼ି ଯୋଗୁଁ ଯାନବାହନ ଚଳାଚଳରେ ଅନେକ ସମସ୍ୟା ସୃଷ୍ଟି ହେଉଛି । ଏହି ସ୍ଥିତି ଆହୁରି ୨ ଦିନ ଜାରି ରହିବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ପରେ ତାପମାତ୍ରାରେ ବୃଦ୍ଧି ହେବା ସହ ଶୀତର ପ୍ରଭାବ କମିବ ବୋଲି କୁହାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨ଦିନ ମଧ୍ୟରେ ପ୍ରାୟ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ବିଶେଷକରି ଉପକୂଳ ସମେତ ଆଭ୍ୟ ନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବା ହେତୁ ଶୀତ ହ୍ରାସ ହେବ। ଶୁକ୍ରବାର ରାତିରୁ ଶନିବାର ସକାଳ ମଧ୍ୟରେ ସୁନ୍ଦରଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ଆଶଙ୍କା ରହିଛି । ଏହାସହ କେନ୍ଦୁଝର, ଝାରସୁଗୁଡ଼ା, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳରେ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ଘନ କୁହୁଡ଼ି ପାଇଁ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ଯରେ ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି । ଏଠାରେ ତାପମାତ୍ରା ୫.୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଝାର ସୁଗୁଡାରେ ୬.୦ ଡିଗ୍ରୀ, ରାଉରକେଲା ୬.୪, ଫୁଲବାଣୀ ୬.୮, ସେମିଳିଗୁଡ଼ା ୭.୧, ଦାରିଙ୍ଗବାଡ଼ି ୮ ଓ ସୁନ୍ଦରଗଡ଼ରେ ତାପମାତ୍ରା ୮.୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି କଟକରେ ସର୍ବନିମ୍ନ ୧୩.୫ ଡିଗ୍ରୀ ଏବଂଭୁବନେଶ୍ଵର ରେ ୧୫.୧ ଡିଗ୍ରୀ ସେଲ୍ ? ସିୟସ୍ ? ରେକର୍ଡକରାଯାଇଛି  |

News Comment

You Might Also Like

BACK TO TOP