Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ଅବକାରୀ ବିଭାଗ ର ଚଢ଼ାଉ 4350 ଲିଟର ମଦ ଜବତ ସହ 8ଜଣ ଗିରଫ |

11-Jan-2025

ଭଞ୍ଜ ନଗର ରେ ଅବକାରୀ ବିଭାଗର  ଚଢ଼ାଉ 4350 କେଜି ମଦ ପୋଚ ନଷ୍ଟ ସହ 8 ଜଣ ଙ୍କୁ ଗିରଫ ।

             ଓଡିଶା ଜନମତ ବ୍ୟୁରୋ,

 ଭଂଜନଗର ଅବକାରୀ ବିଭାଗ ବେଆଇନ୍ ମଦ ଓ ଗଞ୍ଜେଇ କାରବାର ଉପରେ ଚଢ଼ାଉକୁ ଯୋରଦାର୍ କରୁଛି । ସେହି କ୍ରମରେ ଶୁକ୍ରବାର ଦିନ ବେଆଇନ୍ ମଦ ପ୍ରସ୍ତୁତ ବେଳେ, ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜି.ନୂଆଗାଁ ନିକଟରେ ବଡ଼ଧରଣର ଚଢ଼ାଉ କରିଛି । ପୂର୍ବ ସୂଚନା ମୁତାବକ, ଭଂଜନଗର, ବୁଗୁଡ଼ା ଓ ବ୍ରହ୍ମପୁର ଅବକାରୀ ବିଭାଗର ମିଳିତ ସହଯୋଗରେ ଏହି ଚଢାଉ କରାଯାଇଥିଲା । ଏହି ଚଢାଉ ସମୟରେ ୯୧୦ ଲିଟର ବେଆଇନ୍ ଦେଶୀ ମଦ , ମଦ ରନ୍ଧା ସାମଗ୍ରୀ ଏବଂ ଗୋଟିଏ ବାଇକ୍ ଜବତ କରାଯାଇଥିବା ବେଳେ, ଏଥିରେ ସଂପୃକ୍ତ ୮ ଜଣଙ୍କୁ ଗିରଫ କରିଛି । ଏହାସହ ୪୩୫୦ କେଜି ମଦପୋଚ ନଷ୍ଟ କରାଯାଇଛି ।  ଗିରଫଙ୍କ ମଧ୍ୟରେ ୫ ଜଣ ମହିଳା ଥିବାବେଳେ, ଏସଂକ୍ରାନ୍ତରେ ଏକ ମାମଲା ରୁଜୁ କରି  ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ଅବକାରୀ ଥାନାଧିକାରୀ ଅଲିଭା ମାଝୀ ଙ୍କ ନେତୃତ୍ବରେ ହୋଇଥିବା ଏହି ଚଢ଼ାଉରେ ଅବକାରୀ ନିରୀକ୍ଷକ ଡମ୍ବରୁଧର ହରିଜନ, ଗୁଇନ୍ଦା ନୀରିକ୍ଷକ ନାରାୟଣ ଜେନା, ଏସଆଇ ଅଜିତ୍ ନାୟକ ସମେତ ବନବିଭାଗର  ଅନ୍ୟ କର୍ମଚାରୀ ମାନେ ମଧ୍ୟ ଏହି ଚଢ଼ାଉରେ ସାମିଲ ହୋଇଥିଲେ । ତେବେ ଅବକାରୀ ବିଭାଗ ପକ୍ଷରୁ ବର୍ତ୍ତମାନ ସ୍ପେସାଲ୍ ଡ୍ରାଇଭ୍ ଚାଲିଥିବାରୁ ବେଆଇନ୍ ମଦ ଏବଂ ଗଞ୍ଜେଇ ଚାଲାଣ ରୋକିବାକୁ ଯୋରଦାର୍ ଉଦ୍ୟମ ଜାରି ରଖିଛି, ଅବକାରୀ ବିଭାଗ ।

News Comment

You Might Also Like

BACK TO TOP