Breaking News

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||     

ବୁଗୁଡ଼ା ଶିଶୁମନ୍ଦିର ରେ ଶିଶୁ ଶିବିର ଓ ବିବେକାନନ୍ଦ ଜୟନ୍ତୀ ପାଳିତ |

12-Jan-2025

ଶିଶୁ ମନ୍ଦିରରେ ଶିଶୁ ଶିବିର ଓ ବିବେକାନନ୍ଦ ଜୟନ୍ତୀ ପାଳିତ,

ଓଡିଶା ଜାନମତ, ବୁଗୁଡ଼ା, ହରପ୍ରସାଦପାଢ଼ୀ,ତା.12/01

ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ବିବେକାନନ୍ଦ ଜୟନ୍ତୀ ପାଳନ ସାଙ୍ଗକୁ ଶିଶୁ ଶିବିର ଅନୁଷ୍ଠିତ ହୋଇ ଯାଇଛି। ପରିଚାଳନା ସମିତି ସଭାପତି ବ୍ରଜ କିଶୋର ପାଢ଼ୀଙ୍କ ପୌରହିତ୍ଯରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୁରୁଜୀ ଓ ଗୁରୁମାମାନେ ଶିଶୁମାନଙ୍କୁ ମାର୍ଗ ଦର୍ଶନ ସାଙ୍ଗକୁ ବିବେକାନନ୍ଦଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ। ବରିଷ୍ଠା     ଗୁରୁମା ହରପ୍ରିୟା ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମ ଅବସରରେ ଛାତ୍ରୀ ଶୁଭଲକ୍ଷ୍ମୀ ମିଶ୍ର ବ୍ଯକ୍ତିଗତ ସଂଗୀତ ଗାନ କରିଥିବା ବେଳେ ଛାତ୍ରୀ ଆଦ୍ଯାଶା ରାଣୀ ଡାକୁଆ ଅମୃତ ବଚନ ପ୍ରଦାନ କରିଥିଲେ । ଏଥି ସହ ଶିଶୁମାନଙ୍କ ବିବେକାନନ୍ଦ ବେଶ ଧାରଣ ଏବଂ ମନ୍ଦିର ଭ୍ରମଣ କାର୍ଯ୍ୟକ୍ରମ ସାଙ୍ଗକୁ ଶାରୀରିକ, ବୌଦ୍ଧିକ, ବିଜ୍ଞାନ, ମାନସିକ ବିକାଶ, ପ୍ରଶ୍ନମଞ୍ଚ , ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ଅନୁଷ୍ଠିତ ହୋଇ ଶେଷରେ କୃତି ଶିଶୁମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ପ୍ରଧାନାଚାର୍ଯ୍ଯ ଆଟଲ୍ ଲିଙ୍ଗରାଜଙ୍କ ପୌରୋହିତ୍ଯ ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟ କ୍ରମକୁ ଶିଶୁ ବାଟିକା ପ୍ରମୁଖ ଗୁରୁମା ମମତା କୁମାରୀ ସାହୁ ସମସ୍ତ ସେବାବ୍ରତୀଙ୍କ ସକ୍ରିୟ ସହଯୋଗରେ ପରିଚାଳନା କରିଥିବା ବେଳେ ପରିଶେଷ ରେ ସମ୍ପାଦକ ରମେଶ ଚନ୍ଦ୍ର ଆଲଟିଆ ଧନ୍ୟବାଦ ଅର୍ପଣ କରିଥିଲେ  ।

News Comment

You Might Also Like

BACK TO TOP