Breaking News

ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||     

ଖଲ୍ଲିକୋଟ ଶିଶୁ ବିକାଶ ବିଦ୍ୟା ମନ୍ଦିର ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ |

12-Jan-2025

ଖଲ୍ଲିକୋଟ: ଶିଶୁ ବିକାଶ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ,      

               ଓଡିଶା ଜନମତ  ବ୍ୟୁରୋ,

ଭାରତୀୟ ଶିକ୍ଷା ଓ ଗବେ ଷଣା ପ୍ରତିଷ୍ଠାନ ପକ୍ଷରୁ ଖଲ୍ଲିକୋଟ ଠାରେ ଅବସ୍ଥାପିତ ଶିଶୁ ବିକାଶ ବିଦ୍ୟା ମନ୍ଦିରର ପ୍ରଥମ ବାର୍ଷିକ ଉତ୍ସବ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟା ମନ୍ଦିରର ଗୁରୁ ମାଆମାନେ ଦୀପ ମନ୍ତ୍ର ଗାନ, ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ । ଆୟୋଜିତ ବାର୍ଷିକୋତ୍ସବରେ କେଶପୁର ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ ବିଷ୍ଣୁ ପ୍ରସାଦ ଦାସ ମୁଖ୍ୟ ବକ୍ତା, ଖଲ୍ଲିକୋଟ ବ୍ଲକ୍ ଉପାଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସମାଜସେବୀ କାଳୁରାମ ମହାରଣା ମୁଖ୍ୟ ଅତିଥି,  ଭାରତୀୟ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ରାଜ୍ୟ ସମ୍ପାଦକ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ସ୍ୱତନ୍ତ୍ର ଅତିଥି, ଆଇତିପୁର ଶିଶୁ ବିକାଶ ବିଦ୍ୟା ମନ୍ଦିରର ଶିକ୍ଷକ‌ ତଥା ଅନୁଷ୍ଠାନର ସହ ସମ୍ପାଦକ ରୋହିତ ସ୍ୱାଇଁ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ଭାରତୀୟ ଶିକ୍ଷା ସଂସ୍କୃତି, ସଂସ୍କାର ମୂଳକ ଶିକ୍ଷା, ପ୍ରାଚ୍ୟ ସଭ୍ୟତା ନୀତିଶିକ୍ଷାର ପ୍ରୟୋଜନତା, କୋମଳମତି ଶିଶୁଙ୍କ ଲାଗି ସରଳ ତରଳ ଭାଷାରେ ଉପଯୁକ୍ତ ଶିକ୍ଷା ପ୍ରଦାନ ଆଦି ବହୁବିଧ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ । ଉତ୍ସବରେ ସଭାପତିତ୍ବ କରିଥିଲେ ଅର୍ଗସ ନ୍ୟୁଜର ଜିଲ୍ଲା ପ୍ରତିନିଧି, ଯୁବ ସମାଜସେବୀ ତଥା ଅନୁଷ୍ଠାନର ଉପସଭାପତି ଅଶୋକ କୁମାର ତ୍ରିପାଠୀ ସଭାପତିତ୍ବ କରିଥିଲେ । ଅନୁଷ୍ଠାନର ସମ୍ପାଦକ ଭାଗିରଥି ସ୍ୱାଇଁ ସମ୍ପାଦକୀୟ ବିବରଣୀ ପଠନ କରିଥିଲା ବେଳେ ଯୁବ ସାହିତ୍ୟିକ , ଆଲୋଚକ ତଥା ସି. ଆର. ସି. ସି. ଡକ୍ଟର ଦ୍ବାରିକାନାଥ ମହାରଣା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଅନୁଷ୍ଠିତ ଉତ୍ସବରେ ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ । ବିଦ୍ୟା ମନ୍ଦିରରେ ପଠନରତ କୋମଳ ମତି ଛାତ୍ର ଛାତ୍ରୀଙ୍କୁ ନେଇ ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ମାନପତ୍ର, ସିଲ୍ ସହିତ ସମ୍ମାନୀତ କରିଥିଲେ । ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଉତ୍ସବରେ ବହୁ ଅଭିଭାବକ, ଅଭିଭାବିକା, ଶିକ୍ଷାବିତ୍, ବୁଦ୍ଧିଜୀବୀ, ଅଞ୍ଚଳବାସୀ ଯୋଗଦାନ କରିଥିଲେ । ପରିଶେଷରେ ସଭାପତି ଅଶୋକ କୁମାର ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP