Breaking News

ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||     

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ବିବେକାନନ୍ଦ ଜୟନ୍ତୀ ପାଳିତ |

12-Jan-2025

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁ ମନ୍ଦିର ରେ ବିବେକାନନ୍ଦ
ଜୟନ୍ତୀ ପାଳିତ,

ଓଡିଶା ଜନ ମତ ବ୍ୟୁରୋ,
ପୁରୁଷୋତ୍ତମପୁର,ତା -୧୨/୦୧/୨୫:

ସ୍ଥାନୀୟ ସରସ୍ବତୀ

ଶିଶୁ ମନ୍ଦିର ପରିସରରେ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ପାଳିତ ହୋଇଯାଇଛି | ଏହି ଉତ୍ସବ କୁ ଶ୍ରୀମତୀ ସ୍ନେହଲତା ମହାପାତ୍ର ପରିଚାଳନା କରିଥିଲେ |ପରିଚାଳନା ସମିତି ର ସମ୍ପାଦକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ବେହେରା ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ |ଶ୍ରୀମତୀ ନିବେଦିତା ପଣ୍ଡା ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ |ବିଦ୍ୟାଳୟ ର ପ୍ରଧାନଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ ଶିଶୁଭାଇ ଭଉଣୀଙ୍କୁ ବିବେକାନନ୍ଦ ଙ୍କ ଆଦର୍ଶ ଓ ଭାରତୀୟ ସଂସ୍କୃତି ଏବଂ ପରମ୍ପରା ବିଷୟରେ କିଛି କଥା ରଖୁଥୁଲେ | ସେହିଭଳି ଅତିଥୂ ମହୋଦୟ ଶିଶୁଭାଇ ଓ ଭଉଣୀଙ୍କୁ ପରାମର୍ଶ ଦେଇ କହିଥିଲେ କି ବିବେକାନନ୍ଦ କିପରି ସାହସୀ, ନିର୍ଭିକ ହୋଇଥିଲେ ସେଭଳି ଆମେ ମଧ୍ୟ ତାଙ୍କ ପରି ସାହସୀ ହୋଇ ଦେଶ ଗଠନ କରିବା | ଏହି ଉତ୍ସବରେ ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ |ଶିଶୁ ଭାଇ ଭଉଣୀ ମାନେ ଯୋଗଦେଇ ବିବେକାନନ୍ଦଙ୍କ ବିଷୟରେ ବକ୍ତୃତା ପ୍ରଦାନ କରିଥିଲେ | ଶେଷରେ ଶ୍ରୀଯୁକ୍ତ ପ୍ରଣବ କୁମାର ଗୌଡ଼ ଧନ୍ୟବାଦ ଅର୍ପଣ କରିଥିଲେ |

News Comment

You Might Also Like

BACK TO TOP