Breaking News

ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||     

ଏବେବି ସାଢ଼େ 4କୋଟି ଓଡ଼ିଆଙ୍କ ହୃଦୟ ରେ ନବୀନ ପଟନାୟକ ଅଛନ୍ତି |

13-Jan-2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ସ‌ହଦେବ ନାୟକଙ୍କ ଦୁଇ ସନ୍ତାନଙ୍କ ପାଠପଢ଼ାଦାୟିତ୍ବ ନେଲେ  |

             ଓଡିଶା ଜନମତ  ବ୍ୟୁରୋ ,

ଭୁବନେଶ୍ୱର: ରାଜ୍ୟର ଶାସନ ଦାୟିତ୍ୱରେ ସିନା ନାହାନ୍ତି ନବୀନ ପଟନାୟକ କିନ୍ତୁ ଓଡ଼ିଆଙ୍କ ଦୁଃଖକୁ ସେ ବୁଝି ପାରିଛନ୍ତି |  ସେ ସବୁ ବେଳେ କୁହନ୍ତି, ଓଡ଼ିଶାର ସାଢ଼େ ୪ କୋଟି ଲୋକ ତାଙ୍କ ପରିବାରର ସଦସ୍ୟ ଗତମାସ ର । ଅଦିନିଆ ବର୍ଷା ପରେ ବିଭିନ୍ନ ଜିଲ୍ଲାକୁଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ  ଚାଷୀମାନଙ୍କୁ ଭେଟି ଥିଲେ। ଏବେ ଅସହାୟ ସ‌ହଦେବ ନାୟକଙ୍କ ୮ ପରିବାରକୁ ସହାୟତା ପ୍ରଦାନ କରିଛନ୍ତି। ସହଦେବଙ୍କ ପରିବାରକୁ ନବୀନ ୫୦ ହଜାର ଟଙ୍କା ନଗଦ ପଦ୍ରଦାନ କରିଥିବା ବେଳେ  ସହଦେବ ନାୟକଙ୍କ ୨ ପିଲାଙ୍କ ପଢ଼ିବା ଦାୟିତ୍ଵମଧ୍ୟ ନେଇଛନ୍ତି। ଅନ୍ୟପଟେ ସହଦେବଙ୍କ ପତ୍ନୀ ସୁନିତା ନାୟକଙ୍କୁ ୫ଟି ଏଜେନ୍ସ ୫ ଲକ୍ଷ ଟଙ୍କାର ସହାୟତା ରାଶି ଦେଇଛନ୍ତି । ବିଏମସି ଅଧୀନ ରେ କାର୍ଯ୍ୟରତ ୫ ସଫେଇ ଏଜେନ୍ସି ଯଥାଗ୍ରୀନ ସର୍କଲ, ଜାଗୃତି, ଅଓ୍ବାରଲ୍ୟାଣ୍ଡ, ପିଏମଆର, ପିଏଚଆର ପ୍ରମୁଖ ଏହି ଅର୍ଥରାଶିର ସହାୟତା କରିଛନ୍ତି। କେବଳ ସେତି କି ନୁହେଁ ବରଂସୁନିତାଙ୍କୁ ଜାଗୃତିରେ ସୁପରଭାଇଜର ଭାବେବେ ନିଯୁକ୍ତି ମଧ୍ୟ ଦେଇ ଛନ୍ତି। ଏହାସହ ତାଙ୍କୁ ସ୍ଥାୟୀ ନିଯୁକ୍ତି ସହ ଆର୍ଥିକ ସହାୟତା ଯୋଗାଇବା ପାଇଁ ମଧ୍ୟ ସରକାରଙ୍କୁ ଭୁବନେଶ୍ଵର ମହାନଗର ନିଗମ କୁ ଲେଖୁଛି ବୋଲିମେୟରସୁଲୋଚନା ଦାସ କହିଛନ୍ତି । ସୂଚନାଯୋଗ୍ୟ, ଭୁବନେଶ୍ୱର ମହାନଗର ନିଗମ ( ବିଏମ୍‌ସି)ର ସଫେଇ । କର୍ମଚାରୀ ରୀ ସଂଘର ସଭା ପତି ସହଦେବ ନାୟକଙ୍କୁ ଗତ ୮ ତାରିଖ ଦିନ ବାଣୀବିହାର ସୁଲଗଡ଼ ରାସ୍ତାର ଓଭରବ୍ରିଜ୍‌ ରେ ଅତି ନିର୍ମମ ଭାବେ ହତ୍ଯା କରାଯାଇଥିଲା। ଏହି ଘଟଣା ରେ ସଂପୃକ୍ତ ଥିବା ୫ ଜଣ ଅଭିଯୁକ୍ତଙ୍କୁ କମିସନରେଟ୍ ପୁଲିସର ଏକ ସ୍ଵତନ୍ତ୍ର ଟିମ୍ ଗିରଫ କରିଛି। ସ‌ହଦେବଙ୍କ ପରିବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟକଙ୍କୁ ଭେଟିଥିଲେ। ଓ ନବୀନ ପଟନାୟକ ସହଦେଵ ଙ୍କ ପରିବାର କୁ ମଧ୍ୟ ସହଯୋଗ କରିଛନ୍ତି | ଏହି ଘଟଣା ରୁ ପ୍ରମାଣିତ ହେଉଛି ଯେ ନବୀନ ଶାସନ ରେ ନଥାଇ ମଧ୍ୟ ଏବେବି ଲୋକଙ୍କମନରେ ନବୀନ ଙ୍କ ପ୍ରତି ଭଲ ପାଇବା, ଓତାଙ୍କୁ ମନେରଖିବା ଦୃଷ୍ଟାନ୍ତ ଦେଖିବାକୁ ମିଳୁଛି |  ତେଣୁ ନବୀନ ପଟନାୟକ ପ୍ରକୃତରେ ସାଢ଼େ ଚାରିକୋଟି ଓଡ଼ିଆଙ୍କ ହୃଦୟରେ ଏବେବି ରହିଛନ୍ତି  |

News Comment

You Might Also Like

BACK TO TOP