Breaking News

ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||     

ରାଜ୍ୟରେ ଆହୁରି ଦୁଇଦିନ ଶୀତ ଓ ଘନ କୁହୁଡିର ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ର ସୂଚନା |

13-Jan-2025

ରାଜ୍ୟରେ  ଆହୁରି ୨ ଦିନ ଶୀତ, ଘନ କୁହୁଡ଼ି ଜାରି ରହିବ  | 

           ଓଡିଶା ଜନମତ ବ୍ୟୁରୋ,

ଭୁବନେଶ୍ୱର: ରାଜ୍ୟରେ ଆହୁରି ୨ଦିନ ବିଭିନ୍ନ ସ୍ଥାନରେ ରେ କୁହୁଡ଼ି ଜାରି ରହିବ । ସାରା ରାଜ୍ୟରେ ବର୍ତମାନ ଶୀତରପ୍ରଭାବ ଜାରି ରହିଛି । ଏହାସହ କୁହୁଡ଼ି ଯୋଗୁଁ ଯାନବାହନ ଚଳାଚଳରେ ଅନେକ ସମସ୍ୟା ସୃଷ୍ଟି ହେଉଛି । ଏହି ସ୍ଥିତି ଆହୁରି୨ ଦିନ ଜାରି ରହିବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ତେବେ ପରେ ତାପମାତ୍ରାରେ ବୃଦ୍ଧି ହେବା ସହ ଶୀତର ପ୍ରଭାବ କମିବ ବୋଲି କୁହାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨ଦିନ ମଧ୍ଯରେ ପ୍ରାୟ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି  ପାଇବ । ବିଶେଷକରି କରି ଉପକୂଳସମେତଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବା ହେତୁ ଶୀତ ହ୍ରାସ ହେବ  । ବିଶେଷ କରି ସୁନ୍ଦରଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ଆଶଙ୍କା ରହିଛି । ଏହାସହ କେନ୍ଦୁଝର, ଝାରସୁଗୁଡ଼ା, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳରେ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ଘନ କୁହୁଡ଼ି ପାଇଁ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗତ ୨୪ ଘଂଟା ମଧ୍ଯରେ ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି । ଏଠାରେ ତାପମାତ୍ରା ୫.୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଝାର ସୁଗୁଡାରେ ୬.୦ ଡିଗ୍ରୀ, ରାଉରକେଲା ୬.୪, ଫୁଲବାଣୀ ୬.୮, ସେମିଳିଗୁଡ଼ା ୭.୧, ଦାରିଙ୍ଗବାଡ଼ି ୮ ଓ ସୁନ୍ଦରଗଡ଼ରେ ତାପମାତ୍ରା ୮.୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି କଟକରେ ସର୍ବନିମ୍ନ ୧୩.୫ ଡିଗ୍ରୀ ଏବଂଭୁବନେଶ୍ଵର ରେ ୧୫.୧ ଡିଗ୍ରୀ ସେଲ୍ ? ସିୟସ୍ ? ରେକର୍ଡ କରା ଯାଇଛି ।

News Comment

You Might Also Like

BACK TO TOP