Breaking News

ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||     

ଖଲ୍ଲିକୋଟ ଶିଶୁ ବିକାଶ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ |

13-Jan-2025

ଖଲ୍ଲିକୋଟ ଶିଶୁ ବିକାଶ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ,

ଓଡିଶା ଜନମତ , ଖଲ୍ଲିକୋଟ, ମାଧବ ବେହେରା, 13/01/:

ଖଲ୍ଲିକୋଟ : ଭାରତୀୟ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ ଦ୍ବାରା ପରିଚାଳିତ ଖଲ୍ଲିକୋଟ ସ୍ଥିତ ଶିଶୁ ବିକାଶ ବିଦ୍ୟା ମନ୍ଦିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସାମ୍ବାଦିକ ତଥା ସମାଜସେବୀ ଏବଂ ଶିଶୁ ବିକାଶ ବିଦ୍ୟା ମନ୍ଦିରର ଉପସଭାପତି ଅଶୋକ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରିଥିବା ବେଳେ ମୂଖ୍ୟ ଅତିଥି ଭାବରେ ଖଲ୍ଲିକୋଟ ବ୍ଳକ ଉପାଧ୍ୟକ୍ଷାଙ୍କ ପ୍ରତିନିଧି କାଳୁରାମ ମହାରଣା ଯୋଗ ଦେଇଥିଲେ।  ଭାରତୀୟ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ରାଜ୍ୟ ସଂପାଦକ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ମୂଖ୍ୟ ବକ୍ତା ଭାବରେ କେଶପୁର ମହାବିଦ୍ୟାଳୟର ଓଡ଼ିଆ  ଅଧ୍ୟାପକ ବିଷ୍ଣୁ ପ୍ରସାଦ ଦାସ ଯୋଗ ଦେଇଥିଲେ । ଅନୁଷ୍ଠାନର ସଂପାଦକ ଭାଗିରଥି ସ୍ବାଇଁ ବାର୍ଷିକ ବିବରଣୀ ପାଠ କରିଥିଲେ।  ସିଆରସିସି ଡକ୍ଟର ଦ୍ବାରିକା ନାଥ ମହାରଣା ମଞ୍ଚ ପରିଚାଳନା କରିଥିବା ବେଳେ ସହ ସଂପାଦକ ରୋହିତ ସ୍ବାଇଁ ମଞ୍ଚ ପରିଚାଳନାରେ ସହଯୋଗ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଓ ମାତୃ ଭାରତୀ ପ୍ରତିଯୋଗିତାରେ କୃତୀତ୍ବ ଅର୍ଜନ କରିଥିବା ମାଆ ମାନଙ୍କୁ ଅତିଥି ମାନେ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।  ଅଭିଭାବକ , ଛାତ୍ରଛାତ୍ରୀ  ଓ ଭଦ୍ରବ୍ୟକ୍ତି ଉପସ୍ଥିତ ରହି କାର୍ଯ୍ଯକ୍ରମକୁ ଉପଭୋଗ କରିଥିଲେ। ଗୁରୁ ମାଆ ମାନେ ଦୀପ ମନ୍ତ୍ର ଗାନ କରିବା ସହ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ଓ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP