Breaking News

ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||     

ଖଲ୍ଲିକୋଟ ବ୍ଲକର ନୂତନ ସି ଆର ସି ସି ଙ୍କ କର୍ମକର୍ତା ମନୋ ନୟନ |

13-Jan-2025

ଖଲ୍ଲିକୋଟ ବ୍ଲକ୍ ନୂତନ ସି.ଆର୍.ସି.ସି.ଙ୍କ କର୍ମକର୍ତ୍ତା ମନୋନୟନ,

                ଓଡିଶା ଜନମତ  ବ୍ୟୁରୋ,

ଖଲ୍ଲିକୋଟ ବ୍ଲକରେ କାର୍ଯ୍ୟରତ ସି ଆର୍ ସି ସିଙ୍କ ମଧ୍ୟରୁ ନୂତନ ଭାବେ କର୍ମକର୍ତ୍ତା ମନୋନୟନ କାର୍ଯ୍ୟ ଆନୁଷ୍ଠାନିକ ରୀତିରେ ସମ୍ପାଦିତ ହୋଇଛି । ସର୍ବମୋଟ ଷୋହଳଟି କ୍ଲଷ୍ଟରର ସି.ଆର୍.ସି.ସି.ଙ୍କ ଉପସ୍ଥିତିରେ ସର୍ବସମ୍ମତିକ୍ରମେ ଉକ୍ତ ମନୋନୟନ କାର୍ଯ୍ୟ ସମାହିତ ହୋଇଛି । ସଭାପତି ପ୍ରକାଶ ଚନ୍ଦ୍ର ସେଠୀ, ସମ୍ପାଦକ ରାଜେନ୍ଦ୍ର କୁମାର ପଣ୍ଡା, କୋଷାଧ୍ୟକ୍ଷ ଭାବେ ଲିପନ ପଣ୍ଡାଙ୍କୁ ମନୋନୀତ କରାଯାଇଛି । ନୂତନ କର୍ମକର୍ତ୍ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି । ମନୋନୟନ ବୈଠକରେ ଖଲ୍ଲିକୋଟ ବ୍ଲକ୍ ସମସ୍ତ କ୍ଲଷ୍ଟରର ସି ଆର୍ ସି ସି  ମାନେ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP