Breaking News

ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||     

ଓଡିଶା ରେ ଖୁବ ଶୀଘ୍ର ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ

13-Jan-2025

ରାଜ୍ୟରେ ଖୁବଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା, ଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ,

               ଓଡିଶା   ଜନମତ  ବ୍ୟୁରୋ,

ଭୁବନେଶ୍ଵର : ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯୋଜନାକୁ ଲାଗୁ କରିବା ପାଇଁ ଚୁକ୍ତି ସ୍ଵାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଜେପି ନଙ୍ଗା, ରାଜ୍ୟ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେ ମୁକେଶ ମହାଲିଙ୍ଗ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ବିନ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ର ଏହି ନୂଆ ଯୋଜନା ପାଇଁ ଏମଓୟୁ ସ୍ଵାକ୍ଷରିତ ହୋଇଛି ।ଅ ।ଆଜି ଏମୟୁ ସ୍ୱାକ୍ଷରିତ ହୋଇଥିବା ବେଳେ ଖୁବଶୀଘ୍ର ଏହା ରାଜ୍ୟରେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ପତି ପଂଚ ଦେଇଛନ୍ତି । ସେ କହିଛନ୍ତି, ଓଡ଼ିଶାର ଚାୟତରେ ହେବ ଆୟୁଷ୍ମାନ ଭାରତ ମନ୍ଦିର । ଗ୍ରାମାଂଚଳରେ ସ୍ୱାସ୍ଥ୍ୟ ସେବା ପହଂଚାଇବାକୁ ଲକ୍ଷ୍ୟ ରଖାଯାଇ ପାଇଛି । ଆୟୁଷ୍ମାନ ଭାରତ

ମନ୍ଦିରରେ ଜଣେ ଯୋଗ ଶିକ୍ଷକ ରହିବେ । ସ୍ଵାସ୍ଥ୍ୟକର୍ମୀଙ୍କ ସହ ଅନ୍ୟ ସୁବିଧା ସୁଯୋଗ ମଧ୍ୟ ଯୋଗାଇ ଦିଆଯିବ । ସେହପରି ରାଜ୍ୟର ପ୍ରାୟ ୩ କୋଟି ଲୋକ ଏହି ଯୋଜନାର ଫାଇଦା ପାଇବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ରାଜ୍ୟର ୧ କୋଟି ୩୦ ଲକ୍ଷ ପରିବାରର ସାଢ଼େ ୩ କୋଟି ଲୋକ ଏହି ଯୋଜନା ଦ୍ଵାରା ଉପକୃତ ହେବେ । ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତର

ସୁବିଧା ଗୋଟିଏ କାର୍ଡରେ ମିଳିବ । ସାରା ଦେଶରେ ଯିଏ ଯେଉଁଠି ଥିଲେ ବି ଏହାର ସୁଯୋଗ ପାଇପାରିବେ । ଦେଶର ୩୦ ହଜାର ହସ୍ପିଟାଲ୍ ?ରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ସୁବିଧା ମିଳିବ । ରାଜ୍ୟ ସରକାର ଆସନ୍ତା ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବେ । ସେହିପରି ୭୦ ବର୍ଷ ବୟସରୁ ଊର୍ଦ୍ଧ୍ବ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତ ମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ । ଏହାଦ୍ଵାରା ବରିଷ୍ଠ ନାଗରିକଙ୍କୁ ମାଗଣାରେ ସ୍ୱାସ୍ଥ୍ୟ ସେବାର ସୁବିଧା ମିଳିବ । ଓଡ଼ିଶାରେ ଜାରି ରହିଥ‌ିବା ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ କାର୍ଡ, ଯାହାର ଏବେ ନାଁ ପରିବର୍ତନ ହୋଇ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ହୋଇଛି । ତା ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ ।

News Comment

You Might Also Like

BACK TO TOP