Breaking News

ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||     

ମହର୍ଷି ଦୟାନନ୍ଦ ବୈଦିକ ଯୋଗାଶ୍ରମ ର 25 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |

14-Jan-2025

ମହର୍ଷି ଦୟାନନ୍ଦ ବୈଦିକ ଯୋଗାଶ୍ରମର ୨୫ତମ ବାର୍ଷିକୋତ୍ସବ,

ଓଡିଶା ଜନମତ, ବୁଗୁଡା, ହର ପ୍ରାସାଦ ପାଢ଼ୀ, ତା ୧୪/୦୧/୨୫ :

ସ୍ଥାନୀୟ ମହର୍ଷି ଦୟାନନ୍ଦ ବୈଦିକ ଯୋଗାଶ୍ରମର ପଞ୍ଚବିଂଶତମ ବାର୍ଷିକ ଉତ୍ସବ ପବିତ୍ର ମକର ସଂକ୍ରାନ୍ତି ଦିବସ ଅବସରରେ ଆଶ୍ରମ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି।ଯୋଗାଶ୍ରମ ସଭାପତି ଦୟାନିଧି ରାଉତଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଅବସରପ୍ରାପ୍ତା ଅଧ୍ଯାପିକା ବିଦୁଷୀ ଉଷାରାଣୀ ପାଢୀ , ସମ୍ମାନିତ ଅତିଥି ଭାବେ ରାଇକିଆ ତପୋବନ ଆଶ୍ରମର ବାନପ୍ରସ୍ଥ , ବ୍ରହ୍ମପୁର ଆର୍ଯ୍ୟ ସମାଜ ସଭାପତି ଲକ୍ଷ୍ମୀଧର ପଣ୍ଡା ଓ ପୁରୋହିତ ହରିବନ୍ଧୁ ମହାପାତ୍ର ପ୍ରମୁଖ ଯୋଗ ଦେଇ ବୈଦିକ ଭାବଧାରା ସମ୍ପର୍କେ ଆଲୋକପାତ କରିଥିଲେ। ଏ ଅବସରରେ ପ୍ରାତଃ ଭ୍ରମଣ କାଳରେ ଓଁ ଧ୍ବଜା ଉତ୍ତୋଳନ , ପୂର୍ବାହ୍ନରେ ସାମବେଦ ପାରାୟଣ ଦେବଯଜ୍ଞ, ସତସଙ୍ଗ ଓ ପ୍ରବଚନ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ବେଳେ ବିଶ୍ବକର୍ମା ଶାସ୍ତ୍ରୀ ହୋମକର୍ତ୍ତା ଦାୟିତ୍ବ ନିର୍ବାହ କରିଥିଲେ । ସମ୍ପାଦକ ବିପିନ ବିହାରୀ ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମର ପରିଶେଷରେ ଉପସଭାପତି ରଘୁନାଥ ସାହୁ ଧନ୍ୟବାଦ ଅର୍ପଣ କରିଥିଲା ବେଳେ ସଦସ୍ୟା ସୁକାନ୍ତି ରାଜଗୁରଙ୍କ ସମେତ ଅନ୍ୟ ସଦସ୍ୟଗଣ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP