Breaking News

ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||     

ଶ୍ରୀ ବଳଦେବ ଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳିତ |

15-Jan-2025

ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକୋତ୍ସବ,

ଓଡିଶା ଜନମତ, ବୁଗୁଡା,  

ହରପ୍ରସାଦପାଢ଼ୀ,ତା୧୫/୦୧;

ସ୍ଥାନୀୟ ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୫ତମ ବାର୍ଷିକୋତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ଯକ୍ଷ ମନୋଜ କୁମାର ସ୍ବାଇଁଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ବିଧାୟକ ସିମାଞ୍ଚଳ ବେହେରା, ସମ୍ମାନିତ ଅତିଥି ଭାବେ କେ.ନୀଳମାଧବ ଆଚାରୀ, ବ୍ଲକ୍ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଅଧିବକ୍ତା ହର ପ୍ରସାଦ ଦାଶ , ପ୍ରାକ୍ତନ ଅଧ୍ୟାପକ ରାମଚନ୍ଦ୍ର ବିଷୋୟୀ ପ୍ରମୁଖ ଯୋଗ ଦେଇ ଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ ଏବଂ ଡଃ. ବ୍ରଜକିଶୋର ପାଢୀ ଓ ସତ୍ଯ ନାରାୟଣ ଦାଶଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥି ସହ ଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉକ୍ତ ଉତ୍ସବର ପ୍ରାରମ୍ଭରେ ଅଧ୍ୟାପକ ବିଭୂତି ଭୂଷଣ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ କ୍ରୀଡା ଶିକ୍ଷକ ସତ୍ଯଶ୍ରୀ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ଶିକ୍ଷାନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଉତ୍ସବ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP