Breaking News

ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||     

ଓଡ଼ିଶାରେ ଲାଗୁହେବ ଜାତୀୟ ଶିକ୍ଷା ନିତି |

16-Jan-2025

ଓଡିଶା ରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି,

                   ଓଡିଶା ଜନମତ ବ୍ୟୁରୋ ,

ଭୁବନେଶ୍ଵର: ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍ ? ପ୍ରସ୍ତୁତି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ, ଏହାକୁ ଲାଗୁ କରାଯିବ କି ନାହିଁ ସେନେଇ ଛାତ୍ରଛାତ୍ରୀ ଏବଂ ଶିକ୍ଷକଙ୍କ ମଧ୍ୟରେ ଦ୍ୱନ୍ଦ ଦେଖାଦେଇଥିବା ବେଳେ ବର୍ତମାନ ଏନେଇ ସରକାର ନିଷ୍ପତି ନେଇଛନ୍ତି। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଗଣଶିକ୍ଷା ବିଭାଗରେ ଆସୁଥିବା ବେଳେ ଏହାକୁ ରାଜ୍ୟ ସରକାର ଏବେ ଲାଗୁ କରିବେ। ଆଞ୍ଚଳିକ ବିଷୟବସ୍ତୁ ଥିବା ପାଠ ପଢାଯିବ ଏବଂ ସେନେଇ ପାଠ୍ୟ ଖସଡ଼ା ମଧ୍ୟ ପ୍ରସ୍ତୁତ କରାଯିବ । ଜାତୀୟ ଶିକ୍ଷା ନୀତି ୨୦୨୦ ମଧ୍ଯ ଶିଳ୍ପ ଇଣ୍ଟର୍ନସିପ୍ ମାଧ୍ଯମରେ ଦକ୍ଷତା ବିକାଶ ଉପରେ ଧ୍ୟାନ ଦେବ। ନିଯୁକ୍ତି ସୁଯୋଗ ଏବଂ ଚାକିରି ବଜାରର ଚାହିଦାକୁ ଦୃଷ୍ଟିରେ ରଖ୍ କାର୍ଯ୍ୟକାରୀ ହେବ। ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କୁହାଯାଇଛି ଯେ ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ଯନ୍‌ର ସହ ବିଚାର କରିବା ପରେ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ ଲଗୁ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ, ସ୍ଥାନୀୟ ପାଠ୍ୟକ୍ରମ ସହିତ ଜାତୀୟ ପାଠ୍ୟକ୍ରମ
ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତିବିଦ୍ୟାଳୟ ଓ ଗଣଶିକ୍ଷା  ବିଭାଗ ଢାଞ୍ଚାକୁ ଓଡ଼ିଶା ରାଜ୍ୟ ପାଇଁ ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା ଭାବରେ ଗ୍ରହଣ କରିବାକୁ ସରକାର ନିଷ୍ପତି ନେଇଛନ୍ତି  l

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP