Breaking News

ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||     

ବ୍ଲକ ସ୍ତରୀୟ ବୈଷୟିକ ଶିକ୍ଷା ଓ ନିଯୁକ୍ତି ଭିତ୍ତିକ ପରାମର୍ଶ ମେଳା ଅନୁଷ୍ଠିତ |

17-Jan-2025

ବ୍ଳକ ସ୍ତରୀୟ ବୈଷୟିକ ଶିକ୍ଷା ଓ ନିଯୁକ୍ତି ଭିତିକ ପରାମର୍ଶ ମେଳା /ଦକ୍ଷତା ମେଳା ଅନୁଷ୍ଠିତ।

ଓଡିଶା ଜନମତ ବ୍ୟୁରୋ,  ଖଲ୍ଲିକୋଟ, ମାଧବବେହେରା, 18/1,

ଆଜି ଖଲ୍ଲିକୋଟ ସ୍ଥିତ ମର୍ଦରାଜ କଲ୍ୟାଣ ମଣ୍ଡପ ଠାରେ ବ୍ଳକ ସ୍ତରୀୟ ବୈଷୟିକ ଶିକ୍ଷା ଓ ନିଯୁକ୍ତି ଭିତ୍ତିକ ପରାମର୍ଶ ମେଳା ଓ ଦକ୍ଷତା ମେଳା ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମକୁ ଖଲ୍ଲିକୋଟ ବିଡ଼ିଓ ଦେବାଶିଷ ସାମଲ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ସିଡିପିଓ ବିଜୟ ଲକ୍ଷ୍ମୀ ପାଢୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ବୈଷୟିକ ଶିକ୍ଷା ଓ ତାଲିମ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ପୁରୁଷୋତ୍ତମପୁର ଶିଳ୍ପ ତାଲିମ କେନ୍ଦ୍ର, ଛତ୍ରପୁର ସ୍ଥିତ ଶିଳ୍ପ ତାଲିମ କେନ୍ଦ୍ର ଓ ବ୍ରହ୍ମପୁର ସ୍ଥିତ ଶିଳ୍ପ ତାଲିମ କେନ୍ଦ୍ର ଓ ଇଂଜିନିୟରିଂ କଲେଜ ପରି 11 ଗୋଟି ଅନୁଷ୍ଠାନର ଆସି ଥିବା ପରାମର୍ଶ ଦାତା ମାନେ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ଓ ନିଯୁକ୍ତି ବିଷୟରେ ବୁଝାଇଥିଲେ। ପ୍ରାୟତଃ 300 ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ନାମ ପଞ୍ଜିକରଣ କରିଥିଲେ। ଏମ ବି କେ ଓ ସି ଆର ପି ମାନେ ଉପସ୍ଥିତ ଥିଲେ।ଉକ୍ତ ବୈଷୟିକ ଦକ୍ଷତା ଓ ନିଯୁକ୍ତି ମେଳା ବହୁ ପରିମାଣ ର  ଚାକିରୀ ଆଶାୟୀ ବେକାର ଯୁବତୀ  ଙ୍କ ସଂଖ୍ୟା ଅଧିକ ଥିବା ଦେଖିବାକୁ ମିଳିଥିଲା |ନିଯୁକ୍ତି ମେଳା ରେ ବହୁ ଘରୋଇଁ କମ୍ପାନୀ ମାନେ ଯୋଗ ଦେଇ ସେମାନଙ୍କ ସଂସ୍ଥା ମାନଙ୍କ ପାଇଁ ଚୟନ ପକ୍ରିୟା ଓ ପଞ୍ଜିକରଣ କରିଥିଲେ |

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP