Breaking News

ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||     

ଆଦିବାସୀ ମହାବିଦ୍ୟାଳୟ ର 37 ତମ ବାର୍ଷିକ କ୍ରୀଡା ଉତ୍ସବ ଉଦ ଘାଟନ |

17-Jan-2025

ଆଦିବାସୀ ମହାବିଦ୍ୟାଳୟର ୩୭ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟନ,

    ଓଡିଶା ଜନମତ,ବାଲିଗୁଡା,
         ୧୭/୦୧: ସଞ୍ଜୟ କୁମାର ପାଣିଗ୍ରାହୀ, 
କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନିଷ୍ଟାଡ଼ିୟମ ପରିସର ମଧ୍ୟରେ ଆଦିବାସୀ ମହାବିଦ୍ୟାଳୟର ୩୭ ତମ ବାର୍ଷିକ କ୍ରୀଡା ଉତ୍ସବ ଶୁକ୍ରବାର ମହାସମାରୋହରେ ଉଦଘାଟନ ହୋଇଯାଇଛି l ଏହି ଅବସରରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା` ପାଟଖଣ୍ଡାଙ୍କ ମନ୍ଦିରରୁ ଯଥାରିତି ନୀତି ଅନୁଯାଇ ପୂଜାର୍ଚ୍ଚନା ପୂର୍ବକ ମଶାଲ ପ୍ରଜ୍ଳଳନ କରି ମିନିଷ୍ଟାଡ଼ିୟମ ପରିସରରେ ପହଞ୍ଚିବା ପରେ ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି କ୍ରୀଡା ଶୁଭାରମ୍ଭ କରିଥିଲେ l କ୍ରୀଡା ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜ ଙ୍କ ଗସ୍ତ ସମୟରେ ମିନିଷ୍ଟାଡ଼ିୟମ ପରିସରରେ ପହଞ୍ଚିବାରୁ ମହାବିଦ୍ୟାଳୟ ତରଫରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା, ମନ୍ତ୍ରୀ ଶ୍ରୀ ସୁରଜ କିଛି ସମୟ କ୍ରୀଡା ଉପଭୋଗ କରି ଫେରିଥିଲେ l ଉଦଘାଟନ ତଥା ପ୍ରଥମ ଦିନରେ +୨ ସ୍ତରରେ ୧୦ ଟି ଏବଂ +୩ ସ୍ତରରେ ୧୦ ଟି ବିଭିନ୍ନ କ୍ରୀଡା ଆୟୋଜିତ ହୋଇଥିଲା l ଏଥିରେ ମହାବିଦ୍ୟାଳୟର ଖେଳ ଶିକ୍ଷକ ଗଙ୍ଗାଧର ପଣ୍ଡା ଙ୍କ ସମେତ ଦେବବ୍ରତ ସିଂ ଦେଓ, ଏଲିଆସ ଦିଗାଳ, ରୂପକ ନାୟକ, ହେମନ୍ତ ପାତ୍ର, ଗୌରବ ପ୍ରଧାନ, ରାଜେଶ ଦିଗାଳ, ଦେବେନ୍ଦ୍ର ଦଣ୍ଡିଆ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP