Breaking News

ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||     

ବୁଗୁଡ଼ା ହାଇସ୍କୁଲ ରେ 182 ଜଣ ଛାତ୍ର, ଛାତ୍ରୀ ନବୋଦୟ ପ୍ରବେଶିକା ପରୀକ୍ଷା ଦେଲେ |

18-Jan-2025

ନବୋଦୟ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଦେଲେ ୧୮୫ ଜଣ ଛାତ୍ରଛାତ୍ରୀ,

ଓଡିଶା ଜନମତ,  ବୁଗୁଡ଼ା, ହର ପ୍ରାସାଦ ପାଢ଼ୀ, ତା ୧୮/୦୧/୨୫ : 

ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ କେନ୍ଦ୍ରରେ ଶନିବାର ଦିନ ଜବାହର ନବୋଦୟ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ କେନ୍ଦ୍ରରେ ବୁଗୁଡ଼ା ବ୍ଲକ ଓ ଏନ୍ଏସି ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଫର୍ମ ପୂରଣ କରିଥିବା ୨୦୧ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୮୫ ଜଣ ପରୀକ୍ଷା ଦେଇ ଥିବା ବେଳେ ୧୬ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ରହିଥିଲେ । ପିପୁଲ୍ସ ହାଇସ୍କୁଲ ପ୍ରଧାନ ଶିକ୍ଷକ କାଳୀ ଚରଣ ବେହେରା କେନ୍ଦ୍ର ସୁପରି ଟେଣ୍ଡେଣ୍ଟ୍ ଦାୟିତ୍ବ ନିର୍ବାହ କରିଥିଲା ବେଳେ ୯ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଇନଭିଜିଲେଟର ଭାବେ ନିୟୋଜିତ ରହିଥିଲେ । ଏହି ପରୀକ୍ଷା କେନ୍ଦ୍ରରେ ପର୍ଯ୍ଯ ବେକ୍ଷକ ଭାବେ ନବୋଦୟ ବିଦ୍ୟାଳୟ ତରଫରୁ ଗୌରବ ନାଗପାଲ୍ ଏବଂ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯାଳୟ ପକ୍ଷରୁ ବିଇଓ ଚିନ୍ମୟ ମହାପାତ୍ର ଯୋଗ ଦେଇଥିଲେ । ବ୍ଲକର ଏକ ମାତ୍ର ଏହି କେନ୍ଦ୍ରରେ ପରୀକ୍ଷା ଶାନ୍ତି ଶୃଙ୍ଖଳାର ସହ ସଂପନ୍ନ ହୋଇଥିବା ଜଣାଯାଇଛି ।

News Comment

You Might Also Like

BACK TO TOP