Breaking News

ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||     

ଭାରତୀୟ ମଜୁଦୂର ସଙ୍ଘ ର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ |

18-Jan-2025

ଭାରତୀୟ ମଜଦୁର ସଙ୍ଘ ର ବାର୍ଷିକ ସମ୍ମୀଳନୀ,

ଓଡିଶା ଜନମତ, ଗଞ୍ଜାମ, ବଟକୃଷ୍ଣରାଉଳ,18/1/25;

ଭାରତୀୟ ମଜଦୁର ସଙ୍ଘର ବାର୍ଷିକ ସମିଳନୀ ବ୍ରହ୍ମପୁର ଗାୟତ୍ରୀ ସେଲବ୍ରେଟରେ ଜିଲ୍ଲା ସମ୍ପାଦକ ଭବାନୀ ଶଙ୍କର ଦାସ ଙ୍କ ପୌରାହିତ୍ୟ ରେ ଅନୁଷ୍ଠିତ ହୋଇଯାଇଛି ମୁଖ୍ୟ ଅତିଥି ପୃଥିବି ରାଜ ପଣ୍ଡା ରାଜ୍ୟ ସଂଗଠନ ମହାମନ୍ତ୍ରୀ ମିତାମହାପାତ୍ର ସଙ୍ଘ ର ଉପ ସଂଘଟକ ଉପସ୍ଥିତ ରହି ଏହି ବାର୍ଷିକ କାର୍ଯ୍ୟକ୍ରମ ରେ ମଜଦୁର ମାନଙ୍କ ଏବଂ ଆସ ଅଙ୍ଗନବାଡି ଠିକା କର୍ମ ଚାରୀଙ୍କ ବିଭିନ୍ନ ସମସ୍ୟା ର ସମାଧାନ ଉପରେ ଆଲୋଚନା ସୁରକ୍ଷା ବୀମା ପ୍ରତିଦିନ ସାମଗ୍ରୀ କିଣା ବିକା ରେ ଦରଦାମ ଅଭିବୃଦ୍ଧି କୁ ନେଇ ସଙ୍ଘରେ ଶ୍ରମିକ ମାନଙ୍କ ଉପଯୁକ୍ତ ମୂଲ୍ୟ ଠିକ କର୍ମ ସଂସସ୍ଥାନ କୁ ସମସ୍ତ ଙ୍କ ସହଯୋଗ କ୍ରମେ ବିଚାର ବିମର୍ଶ କରାଯିବ ବୋଲି ସଙ୍ଘ ର ଜିଲ୍ଲା ସଭାପତି ଅର୍ଜୁନ ବେହେରା କହିଛନ୍ତିଏହିଆୟୋଜିତ କାର୍ଯ୍ୟକ୍ରମ ରେ ଠିକା କର୍ମ ଚାରି ଆଶା ଅଙ୍ଗନ ବାଡ଼ି ଅଂଚଳ ର ସମସ୍ତ ମଜଦୁର ସହ ଆଇନଜୀବୀ ବିଷ୍ଣୁ ବେହେରା ରାଜେଶ ସେଠି ଗୋବିନ୍ଦ ବେହେରା ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଙ୍କ ସହ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ |

News Comment

You Might Also Like

BACK TO TOP