Breaking News

ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||     

ଅବସର ପ୍ରଧାନ ଶିକ୍ଷକ ଙ୍କ ଦେହାନ୍ତ |

18-Jan-2025

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଦେହାନ୍ତ, 
ଓଡିଶା ଜନମତ,ବୁଗୁଡା, ହର ପ୍ରାସାଦ ପାଢ଼ୀ, ତା ୧୮/୦୧/୨୫ : 
ବୁଗୁଡ଼ା ଏନଏସି ଅନ୍ତର୍ଗତ ମହାରଣାସାହି ନିବାସୀ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋପାଳକୃଷ୍ଣ ନନ୍ଦ(୭୬)ଙ୍କ ଦେହାନ୍ତରେ ଶୋକର ଛାୟା ଖେଳିଯାଇଛି। ସେ କିଛି ଦିନ ହେଲା ଶାରୀରିକ ଅସୁସ୍ଥତା ଅନୁଭବ କରିଆସୁଥିଲେ। ତେବେ ଗତ ଶୁକ୍ରବାର ଅପରାହ୍ନରେ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ । ସେଠାରୁ ତାଙ୍କର ମର ଶରୀର ଆସି ବୁଗୁଡାସ୍ଥିତ ବାସଭବନରେ ପହଞ୍ଚିବା ପରେ ସାହି ବାସିନ୍ଦା ତାଙ୍କର ଅନ୍ତିମ ଦର୍ଶନ କରି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ । ସ୍ବର୍ଗତ ଗୋପାଳକୃଷ୍ଣ ଜଣେ ସରଳ ଓ କର୍ତ୍ତବ୍ୟନିଷ୍ଠ ବ୍ଯକ୍ତି ଥିଲେ। ତାଙ୍କର ବିୟୋଗରେ ଶିକ୍ଷକ ମହଲରେ ଗଭୀର ଶୋକ ବ୍ଯକ୍ତ କରାଯାଇଛି।

News Comment

You Might Also Like

BACK TO TOP