Breaking News

ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||     

ଭାଟ କୁମାରଡ଼ା ବାସୁଦେବ ବିଜ୍ଞାନ କଲେଜ ରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ ଯାପିତ |

18-Jan-2025

ବାସୁଦେବ ବିଜ୍ଞାନ କଲେଜ ରେ ଆତ୍ମସୁରକ୍ଷା ତାଲିମ୍ ଶିବିର ଉଦଯାପିତ,

ଓଡିଶା ଜନମତ ବ୍ୟୁରୋ, 
ପୁରୁଷୋତ୍ତମପୁର ତା-18/01/25/ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତରଗର୍ତ ଭାଟ୍ଟକୁମରଡ଼ା ସ୍ଥିତ ବାସୁଦେବ ସେଠୀ ବିଜ୍ଞାନ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପରିସରରେ ଯୁକ୍ତଦୁଇ ର ପ୍ରଥମ ଶ୍ରେଣୀ ଛାତ୍ରୀମାନଙ୍କ ନିମନ୍ତେ ଚାଲିଥିବା ଆତ୍ମସୁରକ୍ଷା ତାଲିମ୍ ଶିବିର ଶୁକ୍ରବାର ଦିନ ଉଦଯାପନ ହୋଇଯାଇଛି l ଅଧ୍ୟକ୍ଷା ଗୌରୀ କୁମାରୀ ପାଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମମାରୋହ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପରି ଚାଳନା କମିଟିର ପୂର୍ବତନ ସଭାପତି ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବେ ସ୍ଥାନୀୟ ଭାରତୀୟ ଷ୍ଟେଡ଼ ବ୍ୟାଙ୍କ ଶାଖାର ପରିଚାଳକ ଚି଼ଙ୍କୁ ଦାସ ଓ ସମ୍ମାନୀତ ଅତିଥିଭାବେ ଅନୁଷ୍ଠାନର ପୂର୍ବତନ ଅଧକ୍ଷ ବିଜୟ କୁମାର ଡାକୁଆ ପ୍ରମୁଖ ଯୋଗ ଦେଇ ଛାତ୍ରୀମାନଙ୍କୁ ନିର୍ଭିକ ଓ ଆତ୍ମବିଶ୍ୱାସୀ ହେବା ସଙ୍ଗେ ସଙ୍ଗେ ବିଭିନ୍ନ ପରିସ୍ଥିତିର ମୁକାବିଲା କରିବା ପାଇଁ ଛାତ୍ରୀମାନଙ୍କୁ ମାର୍ଗଦର୍ଶନ କରାଇଥିଲେ l ଏହି ପ୍ରଶିକ୍ଷଣ ଶିବିରକୁ ରାଜନୀତି ବିଜ୍ଞାନର ଅଧ୍ୟାପିକା ପ୍ରମୋଦିନୀ ରାଉତଙ୍କ ସଂଯୋଜନା କରିଥିବା ବେଳେ, ଡେମୋନଷ୍ଟିଟର କୁମୁଦ ରଞ୍ଜନ ଦାସ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ l ଆତ୍ମସୁରକ୍ଷା ତାଲିମ୍ ଶିବିର ଉଦଯାପିତ ଉତ୍ସବରେ ଉପସ୍ଥିତ ଥିବା ସମସ୍ତ ଛାତ୍ରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା l ତାଲିମ୍ ପ୍ରାପ୍ତ ପ୍ରଶିକ୍ଷୀକା ଦିବ୍ୟାନି ସାହୁ, ଓ ପୂଜାରାଣୀ ପ୍ରଧାନ ଅଂଶଗ୍ରହଣ କରି ଥିବା ବେଳେ ତାକୁ ଉଦବିଦ୍ଧ ବିଜ୍ଞାନ ଅଧ୍ୟାପିକା ରିତାରାଣୀ ରଥ ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ ସମସ୍ତ କର୍ମଚାରୀ ବୃନ୍ଦଉପସ୍ଥିତ ରହି ସହଯୋଗ କରିଥିଲେ l

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP