Breaking News

ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||     

24 ତାରିଖ ରୁ ଆବାସ ଯୋଜନା କାର୍ଯ୍ୟ ଆରମ୍ଭ ହେବ |

20-Jan-2025

 ଆସନ୍ତା ୨୪ରୁ ପ୍ରଧାନମନ୍ତୀ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ  |

ଓଡିଶା ଜନମତ ବ୍ୟୁରୋ,

ଭୁବନେଶ୍ବର: ରାଜ୍ୟରେ24ତାରିଖରୁ ପ୍ରଧାନମନ୍ତୀ ଆବାସ  ସର୍ଭେ କାର୍ଯ୍ୟ ଆଗ ଆରମ୍ଭ ହେବ । ସର୍ଭେ ନେଇ ପଂଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି । ଅଫ୍ ? ଲାଇନ୍ ? ଓ ଅନ୍ ? ଲାଇନ୍ ?  ହିତାଧୁକାରୀ: ଆବେଦନ କରିପାରିବେ । ୨୪ ତାରିଖରେ ପୋର୍ଟାଲର ବିଧବଦ୍ଧ ରାଜ୍ୟ ସରକାର ଲଂଚ କରିବେ । ଦେଢ଼ମାସରୁ ୨ ମାସ ଆବାସ ସର୍ଭେ କାର୍ଯ୍ୟ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି । ଆବାସ ସଂଖ୍ୟା ୨ରୁ ୩ କୋଟିକୁ ବଢ଼ିଛି । ଓଡ଼ିଶାକୁ ଅଧୂକ ମିଳିବା ଆଶା ରଖା ଯାଇଛି । ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ଵାମୀଠୁ ଅଲଗା ଥିବା ସ୍ତ୍ରୀ ଆବେଦନ  କରିପାରିବେ   । ପୂର୍ବରୁ ଆବେଦନ କରି ଅପେକ୍ଷାରେ ଥିବା ଲୋକ ବି ନୂଆ ଆବେଦନ  କରିପାରିବେ । ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶୁକ୍ରବାର ସମସ୍ତ ଜିଲ୍ଲା ପାଳ ମାନଙ୍କୁ ପ୍ରଧାନମନ୍ତ୍ରୀଆରମ୍ଭସ-ଗ୍ରାମୀଣ ଯୋଜନାର ସର୍ଭେ ପ୍ରକ୍ରିୟା ଯାଇଛି । ଆରମ୍ଭ ପାଇଁ ପରାମର୍ଶ ଦିଆଯାଇ ମୋବାଇଲ ଆପ୍ଲିକେସନ ‘ଆଓ୍ୱାସ ପ୍ଲସ ମାଧ୍ଯମରେ ସାନି ସର୍ଭେ କରି ବାଦ ପଡ଼ିଥିବା ଯୋଗ୍ୟ ହିତାଧୁକାରୀଙ୍କୁ ଚିହ୍ନଟ କରିବାକୁ କୁହାଯାଇଛି । ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଜାରି ରହିବ । ସଂଶୋଧୂତ ସର୍ତାବଳୀ ଆଧାରରେ ସାନି ସର୍ଭେରେ ଯେଭଳି କୌଣସି ଯୋଗ୍ୟ ହିତାଧୂକାରୀ ବାଦ ନପଡ଼ିବେ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବରୁ ଜାରି ଏସ୍ୱପିକୁ ପାଳନ କରିବାକୁ ମଧ୍ଯ ତାଗିଦ କରାଯାଇଛି |  ବିଭାଗ ପକ୍ଷରୁ ନଭେମ୍ବର ୨୭ ଓ ଡିସେମ୍ବର ୨୭ତାରିଖରେପ୍ରଧାନମନ୍ତ୍ରୀ- ଆବାସ ଯୋଜନାକୁ ନେଇ ଏସ୍ ? ଓପି ଓ ସର୍ତାବଳୀ ଜାରି କରାଯାଇଥିଲା । ଏହି ସର୍ଭେ ସମ୍ପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବାକୁ ମଧ୍ଯ ବିଭାଗ ପରାମର୍ଶ ଦେଇଛି । ବ୍ଳକ ଓ ଜିଲାସ୍ତରରେ ଉପଲବ୍ଧ ଥିବା ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ପ୍ରଶାସନିକ ପାଣ୍ଠିରୁ ଖର୍ଚ୍ଚ ତୁଲାଇବାକୁ କୁହାଯାଇଛି । ସବୁ ପଂଚା ୟତରେ ମାଇକ ଯୋଗେ ଘୋଷଣା କରାଯିବ । ରେକର୍ଡିଂ ହୋଇଥୁବା ତଥ୍ୟ ରାଜ୍ୟ ସରକାର ଯୋଗାଇ ଦେବେ ଯାହାକୁ ମାଇକ ଯୋଗେ ପ୍ରଚାର କରାଯିବ । ସେହିପରି ବ୍ଳକ ଓ ପଂଚାୟତ ତ ମୁଖ୍ୟାଳୟରେ ବଡ଼ ବଡ଼ ବ୍ୟାନର ଓ ହୋର୍ଡିଂ ଲଗାଯିବ । ଯେଉଁଠି ଯୋଗାଯୋଗର ସୁବିଧା ନାହିଁ ସେଠାରେ ସ୍ଥାନୀୟ ସାଂସ୍କୃତିକ ତିକ ଦଳ ଦ୍ବାରା ଷ୍ଟ୍ରିଟ୍ ? ପ୍ଲେ କରାଯିବ । ଏହି ସର୍ଭେ ସମ୍ପର୍କରେ ମଧ୍ୟ ସୋସିଆଲ ମିଡିଆରେ ବ୍ୟାପକ ପ୍ରଚାର କରିବାକୁ ମଧ୍ୟ କୁହାଯାଇ ଇଛି ।

News Comment

You Might Also Like

BACK TO TOP