Breaking News

କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||     

ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ର 62 ତମ ବାର୍ଷିକ କ୍ରୀଡା ଅନୁଷ୍ଠିତ |

21-Jan-2025

ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟର ୬୨ତମ ବାର୍ଷିକ କ୍ରୀଡା ଅନୁଷ୍ଠିତ,

ଓଡିଶା ଜନମତ , ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୨୧/୦୧/୨୫ : 
ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟର ୬୨ତମ ବାର୍ଷିକ କ୍ରୀଡା ଉତ୍ସବ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ମହାରଣାଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଇଓ ଚିନ୍ମୟ ମହାପାତ୍ର ,ସମ୍ମାନିତ ଅତିଥି ଭାବେ ସିଆରସିସି କିରଣ ବାଳା ତ୍ରିପାଠୀ ଯୋଗ ଦେଇ ଛାତ୍ରୀମାନଙ୍କୁ ମାର୍ଗ ଦର୍ଶନ କରିବା ସହ ପ୍ରତିଯୋଗୀଙ୍କୁ ପ୍ରୋତ୍ସାହିତ କରିଥିଲେ । ସ୍ଥାନୀୟ ବଳଦେବ ମନ୍ଦିରରୁ କ୍ରୀଡା ଜ୍ୟୋତି ଆସି ଉତ୍ସବ ସ୍ଥଳରେ ପହଞ୍ଚିବା ପରେ ମୁଖ୍ଯ ଅତିଥିଙ୍କ ଦ୍ଵାରା କ୍ରୀଡା ପତାକା ଉତ୍ତୋଳନ ସହ ସାମୁହିକ ଶପଥ ପାଠ କରାଯାଇଥିଲା  । ତତ୍ପରେ ଦୌଡ଼ , ଲଙ୍ଗଜମ୍ପ୍ , ସଟପୁଟ୍ ଥ୍ରୋ , ଡିସକସ୍ ଥ୍ରୋ ଆଦି ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀଙ୍କୁ ଚୟନ କରାଯାଇଥିଲା  । ବିଦ୍ୟାଳୟର କ୍ରୀଡା ଶିକ୍ଷକ ଅମୀୟ ରଞ୍ଜନ ଭୂୟାଁ ଓ ପିପୁଲ୍ସ ହାଇସ୍କୁଲର କ୍ରୀଡା ଶିକ୍ଷକ ବିଶ୍ବେଶ୍ବର ଗିରି ପ୍ରତିଯୋଗିତାଗୁଡିକୁ ପରିଚାଳନା କରିଥିଲା ବେଳେ ଅନ୍ୟ ଶିକ୍ଷକ, ଶିକ୍ଷୟିତ୍ରୀମାନେ ଏଥିରେ ସହଯୋଗ କରିଥିଲେ  । ଉକ୍ତ କ୍ରୀଡା ଉତ୍ସବ ସ୍କୁଲ ସ୍କାଉଟ୍ ଗ୍ରୁପର ସହାୟତାରେ ଶାନ୍ତି ଶୃଙ୍ଖଳାରେ ସମ୍ପନ୍ନ ହୋଇଥିବା ବେଳେ ଛାତ୍ରୀଙ୍କ ସୁରକ୍ଷା ପାଇଁ ସ୍ଥାନୀୟ ପୋଲିସର ସହଯୋଗ ଦେଖିବାକୁ ମିଳିଥିଲା ।

News Comment

You Might Also Like

BACK TO TOP