Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ସାନ ଖେମଣ୍ଡି ବ୍ଳକରେ ସାମ୍ବାଦିକ ଙ୍କୁ ବ୍ଲକ ଭିତରକୁ ପ୍ରବେଶ କୁ ମନା ପୋଷ୍ଟର ଲେଖାକୁ ୟୁନିୟନ ତରଫରୁ ନିନ୍ଦା |

22-Jan-2025

ବ୍ଲକ୍ ରେ "ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ" ପୋଷ୍ଟର ଲଗାଯିବା ଘଟଣା,ଜେସିଆଇ ପକ୍ଷରୁ ରାଜସ୍ୱ ମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ।

                     ଓଡିଶା  ଜନମତ ବ୍ୟୁରୋ, 

ଭୁବନେଶ୍ୱର:-ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଭିତରକୁ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ ପୋଷ୍ଟର ଲଗାଯିବା ଘଟଣା ସାରା ସାମ୍ବାଦିକ ଜଗତକୁ ନିନ୍ଦିତ କରିଛି। ଏହି ଖବର ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବ୍ଲକ୍ ପ୍ରଶାସନର ଏଭଳି ନିନ୍ଦନୀୟ କାର୍ଯ୍ୟ ଏବଂ ଗଣମାଧ୍ୟମର କଣ୍ଠରୋଧକୁ ବିଭିନ୍ନ ସାମ୍ବାଦିକ ମହଲରେ ନିନ୍ଦା କରାଯାଇଛି। ଏନେଇ ଜାର୍ଣ୍ଣାଲିଷ୍ଟ କାଉନସିଲ୍ ଅଫ୍ ଇଣ୍ଡିଆ ଓଡିଶା ଶାଖା ପକ୍ଷରୁ ରାଜ୍ୟ ସରକାରଙ୍କ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଥିଲା। ଏହା ପରେ ମନ୍ତ୍ରୀ ନିଜେ ଫୋନ୍ ଯୋଗେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ ସହ ଆଲୋଚନା କରି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ଏହାସହ ସାନଖେମୁଣ୍ଡି ବିଡିଓ ଏବଂ ତହସିଲଦାରଙ୍କୁ ତୁରନ୍ତ ଥାନାରେ ଏଫଆଇଆର ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଘଟଣାର ସଠିକ୍ ତଦନ୍ତ କରି ୭ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କୁ ମନ୍ତ୍ରୀ ଶ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାନୀୟ ସାମ୍ବାଦିକଙ୍କ ଅଭିଯୋଗ ପ୍ରକାରେ, ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ନାଁ ଲେଖି ବ୍ଲକ୍ ପରିସରରେ ଏପରି ପୋଷ୍ଟ ମରାଯାଇଥିଲା। ବିଡ଼ିଓଙ୍କ ପ୍ରକୋଷ୍ଠ, ଅତିରିକ୍ତ ବିଡ଼ିଓଙ୍କ ପ୍ରକୋଷ୍ଠ ସହ ଯନ୍ତ୍ରୀ, ମନରେଗା, ଆବାସ ଯୋଜନା ଭଳି ସମସ୍ତ ବିଭାଗ ସମ୍ମୁଖରେ ଏଭଳି ପୋଷ୍ଟର ଲାଗିଥିଲା। ଖବର ବାଜିବା ପରେ ପୋଷ୍ଟର ଗୁଡିକୁ ବାହାର କରି ଦିଆଯାଇଥିଲା।  ତେବେ ଏହି ପୋଷ୍ଟର ମାରିଲା କିଏ ତାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଥିବା ବେଳେ ଜେସିଆଇ ଏହାକୁ ଦୃଢ ନିନ୍ଦା କରିଛି। ଯଦିଓ ବିଡିଓ ଏ ସମ୍ପର୍କରେ କିଛି ଜାଣିନଥିବା ସୂଚନା ଦେଇଛନ୍ତି, କିନ୍ତୁ ଜାଣିଶୁଣି ସାମ୍ବାଦିକଙ୍କୁ ଅପମାନିତ କରିବାକୁ ବ୍ଲକ୍ ପ୍ରଶାସନ ପକ୍ଷରୁ ଏପରି କରାଯାଇଥିବା ସ୍ଥାନୀୟ ସାମ୍ବାଦିକ ମହଲରେ ମତ ପ୍ରକାଶ ପାଇଛି। ଏଭଳି ଘଟଣାକୁ ଵିରୋଧ କରି  ଜର୍ଣ୍ଣାଲିଷ୍ଟ କାଉନସିଲ୍ ଅଫ୍ ଇଣ୍ଡିଆ ଓଡିଶା ଶାଖାର ସଦସ୍ୟ ମାନେ ମନ୍ତ୍ରୀଙ୍କୁ ଭେଟି ଅବଗତ କରାଇବା ସହ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ୍ ଲାଗୁ କରିବା ନେଇ ଦାବି ପତ୍ର ପ୍ରଦାନ କରିବା ପରେ ସଂଗଠନର ଏଭଳି ଉଦ୍ୟମକୁ ରାଜ୍ୟର ବିଭିନ୍ନ ସାମ୍ବାଦିକ ମହଲରେ ପ୍ରଶଂସା କରାଯାଇଛି।

News Comment

You Might Also Like

BACK TO TOP