Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ତାରାତାରିଣୀ ମହାବିଦ୍ୟାଳୟ ରେ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ |

23-Jan-2025

*ସଡ଼କ* *ସୁରକ୍ଷା*  *ସଚେତନତା* 

ଓଡିଶା  ଜନମତ   ବ୍ୟୁରୋ

ତାରାତାରିଣୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ୍ ର ମିଳିତ ଆନୁକୂଲ୍ୟରେ 33 ତମ ଜାତୀୟ ସଡ଼କ ସୁରକ୍ଷା ମାସ ପାଳିତ ହୋଇଯାଇଛି। ଗଞ୍ଜାମ ଜିଲ୍ଲା ପରିବହନ ବିଭାଗର ଏମ୍.ଭି.ଆଇ. ଶ୍ରୀଯୁକ୍ତ ରବୀନ୍ଦ୍ର ଜେନା, ପୁରୁଷୋତ୍ତମପୁର ଥାନା ଅଧିକାରୀ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଛାତ୍ରଛାତ୍ରୀମାନେ ସଚେତନ ଶୋଭାଯାତ୍ରାରେ ବାହାରି ହାତରେ ପ୍ଲାକାର୍ଡ, ବ୍ୟାନର ଧରି ଯମ, ଚିତ୍ରଗୁପ୍ତ, ରାଜା ବେଶରେ ସଜ୍ଜିତ ହୋଇ ଏକ କ୍ଷୁଦ୍ର ନାଟକ ଓ ନୃତ୍ୟ ମାଧ୍ୟମରେ  ଟ୍ରାଫିକ ନିୟମ ମାନିବା, ହେଲମେଟ ବ୍ୟବହାର କରିବା, ମଦ୍ୟପାନ କରି ଗାଡ଼ି ନ ଚଳାଇବା, ସିଟ୍ ବେଲ୍ଟ ବ୍ୟବହାର କରିବା ପାଇଁ ପଥଚାରୀଙ୍କୁ ସଚେତନ କରିଥିଲେ। କଲେଜ ପରିସରରେ ଆୟୋଜିତ ସଚେତନତା ସଭାରେ ଏକ ସାଧାରଣ ଜ୍ଞାନ ପ୍ରତିଯୋଗିତା କରାଯାଇ ପୁରସ୍କାର ପ୍ରଦାନ କରାଯାଇଥିଲା ଏବଂ ସୁରକ୍ଷା ସମ୍ପର୍କରେ  ଦୃଷ୍ଟାନ୍ତମୂଳକ ତଥ୍ୟ ଭିଡିଓ ମାଧ୍ୟମରେ ଉପସ୍ଥାପନା କରାଯାଇଥିଲା।  କଲେଜ ଅଧ୍ୟକ୍ଷ ଡ଼ଃ ସୁରେନ୍ଦ୍ର ନାଥ ପଣ୍ଡା, ଡ଼ଃ ରମେଶ ଚନ୍ଦ୍ର ସେନାପତି, ଶ୍ରୀମତୀ ସନ୍ଧ୍ୟା ରାଣୀ ପାତ୍ର, ଏନ୍.ଏସ.ଏସ. ଅଧିକାରୀ ମୀନାକ୍ଷୀ ଦାଶ, ସ୍ୱାଗତିକା ଦାସ, ଯୁବ ରେଡକ୍ରସ୍ ଅଧିକାରୀ ଏନ୍.ମୋହନ  ନାଇଡୁ, ଡ଼ଃ ଶ୍ରୀରାମ ମିଶ୍ର, ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ପଣ୍ଡା, ପ୍ରସାଦ କୁମାର ବେହେରା, ଅନୀଲ ସାହୁ, କାହ୍ନା ପଣ୍ଡା , ପରିବହନ ବିଭାଗର ସହଯୋଗୀ କର୍ମଚାରୀ, ଟ୍ରକ୍, ବସ୍, ଅଟୋ ମାଲିକ, ଅନେକ ଛାତ୍ରଛାତ୍ରୀ ଯୋଗଦେଇ ସଭାକାର୍ଯ୍ୟକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

News Comment

You Might Also Like

BACK TO TOP