Breaking News

ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||     

ନେହୁର ଯୁବକେନ୍ଦ୍ର ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ମହୋତ୍ସବ |

23-Jan-2025

ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଜିଲ୍ଲାସ୍ତରୀୟ କ୍ରୀଡା ମହୋତ୍ସବ,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା ୨୨/୦୧/୨୫ : 
ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଶ୍ରୀକର ଭଞ୍ଜ ଯୁବ ପରିଷଦ ସହଯୋଗରେ ବୁଗୁଡ଼ାଠାରେ ଜିଲ୍ଲାସ୍ତରୀୟ କ୍ରୀଡା ମହୋତ୍ସବ ସ୍ଥାନୀୟ ପିପୁଲ୍ସ କଲେଜ କ୍ରୀଡା ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପିପୁଲ୍ସ କଲେଜ ଅଧ୍ୟକ୍ଷ ହରେକୃଷ୍ଣ ନାୟକ , ସମ୍ମାନିତ ଅତିଥି ରୂପେ ଜିଲ୍ଲା ଯୁବ ଅଧିକାରୀ ଅକ୍ଷୟ ଭାସ୍କର ନିପାନେ, ଅଧ୍ୟାପକ ସୁଶାନ୍ତ କୁମାର ସାହୁ ଓ ଆତ୍ମ ପ୍ରକାଶ ନାୟକ ଯୋଗ ଦେଇ ଖେଳାଳିଙ୍କୁ ମାର୍ଗ ଦର୍ଶନ କରିବା ସହ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଏଥିରେ ମୋଟ ୪ଟି ବ୍ଲକର ଶତାଧିକ ଖେଳାଳି ଭାଗନେଇଥିଲା ବେଳେ ପ୍ରତିଯୋଗିତାଗୁଡିକୁ କ୍ରୀଡ଼ା ଶିକ୍ଷକ କ୍ରିଷ୍ଣା ରାଓ ପାତ୍ର ,ଏମ୍. ଶ୍ରୀନିବାସ ଦୋରା ଓ ବିଶେଶ୍ୱର ଗିରି ପ୍ରମୁଖ ପରିଚାଳନା କରିଥିଲେ ।  ଶ୍ରୀକର ଭଞ୍ଜ ଯୁବ ପରିଷଦର ସଭାପତି ଶ୍ରୀକାନ୍ତ ସାହୁ, କୋଷାଧ୍ୟକ୍ଷ କେ.ଅମ୍ରିତ ସାଗର ପାତ୍ର ,ଉପସଭାପତି ଚନ୍ଦନ ସ୍ବାଇଁ , ସମ୍ପାଦ ବିକ୍ରମ ସେଠୀ , ସହସମ୍ପାଦକ ଆଶୁତୋଷ ମହାପାତ୍ର ,  ଆୟୁଷ ଦ୍ବାରିକା ଦର୍ଶନ ପାଢ଼ୀ, ତୋଫାନ ବିଷୋୟୀ , ଅଭିଜିତ ପାଳ ,ଦୀପକ କୁମାର ଜେନା,ବିକାଶ ମହାନ୍ତି ପ୍ରମୁଖ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP