Breaking News

ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||     

ସାଧାରଣ ତନ୍ତ୍ର ଦିବସ ଉପଲକ୍ଷେ ଛାତ୍ର, ଛାତ୍ରୀ ଙ୍କ ପେରେଡ ଅଭ୍ୟାସ ,

24-Jan-2025

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଛାତ୍ରଛାତ୍ରୀଙ୍କ ପ୍ଯାରେଡ୍ ଅଭ୍ଯାସ,

ଓଡିଶା ଜନମତ, ବୁଗୁଡା, ହର ପ୍ରସାଦ ପାଢ଼ୀ,ତା ୨୪/୦୧/୨୫ :
ଚଳିତ ବର୍ଷ ବୁଗୁଡ଼ା ଏନଏସି ଏବଂ ଶ୍ରୀକର ଭଞ୍ଜ ଓପନ୍ କ୍ରିୟୁର ମିଳିତ ଆନୁକୁଲ୍ୟରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ହେବାକୁ ଯାଉଥିବା ବେଳେ ସେହି ଉପଲକ୍ଷେ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ପ୍ଯାରେଡ୍ ଅଭ୍ଯାସ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ଜଣାଯାଇଛି। ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମ ପରିସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଏନସିସି , ସ୍କାଉଟ୍, ଛାତ୍ର ଓ ଛାତ୍ରୀଙ୍କ ଭିନ୍ନ ଭିନ୍ନ ଦଳ ପିପୁଲ୍ସ କଲେଜ ପିଇଟି କ୍ରିଷ୍ଣାରାଓ ପାତ୍ରଙ୍କ ତତ୍ତ୍ବାବଧାନରେ ମିଳିତ ପ୍ଯାରେଡ୍ ଅଭ୍ଯାସ କରୁଥିବା ବେଳେ ଏଥିରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଅନ୍ୟାନ୍ୟ କ୍ରୀଡା ଶିକ୍ଷକଙ୍କ ସହଯୋଗ ଦେଖିବାକୁ ମିଳିଛି।

News Comment

You Might Also Like

BACK TO TOP