Breaking News

ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||     

ଗୋଷ୍ଠି ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ତରଫରୁ ଜାତୀୟ ବାଳିକା ଦିବସ ପାଳିତ |

24-Jan-2025

ଖଲ୍ଲିକୋଟ : ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଜାତୀୟ ବାଳିକା ଦିବସ ପାଳିତ,

          ଓଡିଶା ଜନମତ ବ୍ୟୁରୋ,

ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଜାତୀୟ ବାଳିକା ଦିବସ ସ୍ଥାନୀୟ କନକ ମଞ୍ଜରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆନୁଷ୍ଠାନିକ ରୀତିରେ ଶୁଭ ଉଦଘାଟିତ ହୋଇଯାଇଛି । ସମସ୍ତ ଷୋହଳ ଗୋଟି କ୍ଲଷ୍ଟରର ଛାତ୍ରୀମାନେ ଷଷ୍ଠରୁ ଅଷ୍ଟମ ଜୁନିଅର ଏବଂ ନବମ, ଦଶମ ସିନିଅର ବିଭାଗରେ ପ୍ରବନ୍ଧ ଲିଖନ, ସ୍ଲୋଗାନ ଲିଖନ, ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କ ଉଦ୍ଦେଶ୍ୟରେ ଅପରାହ୍ନରେ ଏକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସଦ୍ୟସ୍ମାନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଉତ୍ସବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବିନାରାୟଣ ସେଠୀ, ସୁଶାନ୍ତ କୁମାର ନାୟକ, ବି ଆର୍ ସି ସି ସୁଶ୍ରୀ ସୁଷମା ଶବର, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁବାଳା ସାହୁ, ଭରସା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଦ୍ୟୁତପ୍ରଭା ଦାଶ ପ୍ରମୁଖ ଉପସ୍ଥିତ ରହି ବାଳିକା ଦିବସର ତାତ୍ପର୍ଯ୍ୟ, ବାଳିକା ଶିକ୍ଷାର ନିଶ୍ଚିତ ଆବଶ୍ୟକତା ଆଦି ବିଷୟରେ ବକ୍ତବ୍ୟରେ ମତପ୍ରକାଶ କରିଥିଲେ ।  ଏହି କାର୍ଯ୍ୟକ୍ରମରେ ସମସ୍ତ ସି ଆର୍ ସି ସି, ବହୁ ଶିକ୍ଷକ, ଶିକ୍ଷୟିତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP