Breaking News

ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||     

ଗଞ୍ଜାମ ଜିଲ୍ଳାର 11 ମିଲର ଙ୍କୁ କାରଣ ଦର୍ଶାଅ ନୋଟିସ ଜାରିକଲା ଜିଲ୍ଲା ପ୍ରଶାସନ |

25-Jan-2025

ଯୋଗାଣ ମନ୍ତ୍ରୀ ଙ୍କ ନିର୍ଦ୍ଧେଶ ଓ ଜିଲ୍ଲା ପାଳଙ୍କ  ତାଗିଦ,

(ମଣ୍ଡିରୁ ଧାନ ଉଠାଇବାରେ  ବିଳମ୍ବ କଲେମିଲର ଙ୍କ ଉପରେ ଦୃଢ଼ କାର୍ଯ୍ୟାନୁ ଷ୍ଟାନ ହେବ |

ଓଡିଶା ଜନମତ ବ୍ୟୁରୋ,

ଭୁବନେଶ୍ୱର, ଛତ୍ରପୁର,    ୨୩ ୧ : 
ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା  ପ୍ରଦର୍ଶନ କରିଥିବା କାରଣ ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରିକରିଛି 11 ଜଣ ମିଲର ଙ୍କ ପାଖକୁ | ଗଞ୍ଜାମ ଜିଲ୍ଲାର  ସେହି ବ୍ଲକ ଗୁଡ଼ିକ ହେଲା ଛତ୍ରପୁର ବ୍ଳକର ୪ ଜଣ ମିଲର ଙ୍କୁ , ଗଞ୍ଜାମ ବ୍ଳକର ୪ ଜଣ ଓପୁରୁଷୋତ୍ତମ ବ୍ଳକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି ।ପ୍ରକାଶ ଥାଉକି ଚଳିତ ମାସ ଜାନୁଆରି ୨୦ ତାରିଖରେ ରେଗଞ୍ଜାମ ଜିଲ୍ଲାପାଳଙ୍କ ଅଧ୍ଯକ୍ଷତାରେ ସମସ୍ତ ଉପଜିଲ୍ଲାପାଳ, ଜିଲ୍ଲା ଯୋଗାଣ ଅଧିକାରୀ, ସବୁ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ସବୁ ତହସିଲଦାର ସବୁ ବ୍ଲକ ଯୋଗାଣ ବିଭାଗ ଓ ସମବାୟ ବିଭାଗର ଅଧୂକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅରମ୍ଭ  ହୋଇଥିଲା ।ଜିଲ୍ଲା ପ୍ରଶାସନ ତରଫରୁ ୧୧ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇ ଅବିଳମ୍ବେ ମଣ୍ଡିରୁ ଧାନ ଉଠାଇବାକୁ ତାଗିଦ୍ କରାଯାଇଅଛି|  ଏହାର ଖିଲାପ କଲେ ଜିଲ୍ଲା ପ୍ରଶାସନ ତରଫରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାଇ ଦିଆଯାଇଅଛି । ଉକ୍ତ ବୈଠକରେ ଚଳିତ ଖରିଫ୍ ବର୍ଷ ୨୦୨୪-୨୫ ଧାନ କ୍ରୟ  ସମ୍ବନ୍ଧୀୟ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା | ସମୀକ୍ଷା ବୈଠକରେ11 ଜଣ ମିଲର ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କରୁଥିବାର ତଥ୍ୟ ଜିଲ୍ଲା ପ୍ରଶାସନରଦୃଷ୍ଟିଗୋଚର ହୋଇଥୁଲା|  ତେଣୁ ଜିଲ୍ଲା ପ୍ରଶାସନ ତରଫରୁ ସେହି ୧୧ ଜଣ ମିଲରଙ୍କୁ କାରଣ ଦର୍ଶାଅ  ନୋଟିସ୍ ଜାରି କରାଯାଇ ଅବିଳମ୍ବେ ମଣ୍ଡିରୁ ଧାନ ଉଠାଇବାକୁ ତାଗିଦ୍ କରାଯାଇଅଛି|   ଏହାର ଖିଲାପ  କଲେଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି  ଜିଲ୍ଲା ର ସମସ୍ତ  ମିଲର ଙ୍କୁ ଜଣାଇ ଡିଆ ଯାଇଛି |ଏଥିମଧ୍ୟ ରେ ପୁରୁଷୋତ୍ତମପୁର ବ୍ଲକ ର  ତହସିଲଦାର ବିନୋଦ କୁମାର ବେହେରାଙ୍କ ପ୍ରତକ୍ଷ ତତ୍ୱା ବଧାନରେ ଓ ଯୋଗାଣ ଅଧିକାରୀ  ନୀଳିମା ମହାନ୍ତି ସହଯୋଗ ରେକିଛି ମନ ମାନି ମିଲର ଙ୍କ ବିରୁଦ୍ଧରେ ମଧ୍ୟ ଶୃଙ୍ଖଳା ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତହସିଲଦାର କହିଛନ୍ତି | ଏହାସହ ଚଷୀ ମାନଙ୍କ ଧାନ କିପରି ମଣ୍ଡିକୁ ଯିବ ତାହା ଉପରେ ମଧ୍ୟ ସଜାଗ ରହି ଥିବାର ଦେଖା ଦେଇଛି  |

News Comment

You Might Also Like

BACK TO TOP