Breaking News

ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||     

ଜାତୀୟ 15ତମ ଜାତୀୟ ମତଦାତା ଦିବସ ପାଳିତ |

25-Jan-2025

୧୫ ତମ ଜାତୀୟ ମତଦାତା ଦିବସ ଅବସରରେ ମିନି ମାରାଥନ୍ ଦୌଡ଼ କୁଦ ପ୍ରତିଯୋଗିତା 
ବାଲିଗୁଡା ଉପଖଣ୍ଡ ରେ 15 ତମ  ଜାତୀୟ  ମତଦାତାଦିବସ   ପାଳିତ | 

  ଓଡିଶା ଜନମତ,ବାଲିଗୁଡା,୨୫/୦୧:   ସଞ୍ଜୟ କୁମାର ପାଣିଗ୍ରାହୀ :

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଉପଖଣ୍ଡ ଉତ୍ସବ ପାଳନ କମିଟି ତରଫରୁ ୧୫ ତମ ଜାତୀୟ ମତଦାତା ଦିବସ ଅବସରରେ ଏକ ମିନି ମାରାଥନ୍ ଦୌଡ଼ କୁଦ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି l ଏଥିରେ ସ୍ଥାନୀୟ ଉପଜିଲ୍ଲାପାଳ ରୀନା ପ୍ରଧାନ ଓ ଏସଡିପିଓ ରାମେନ୍ଦ୍ର ପ୍ରସାଦ, ପିଏଆଇଟିଡିଏ ଗଦାଧର ପାତ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇ କ୍ରୀଡା ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି ମାରାଥନ୍ ଦୌଡ଼ କୁଦ ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତିଯୋଗୀ ମାନଙ୍କୁ ସ୍ଥାନୀୟ ଆଇଟିଡିଏ ପ୍ରଦତ୍ତ ଧଳା ଟି-ସାର୍ଟ କୁ ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ପ୍ରଦାନ କରିଥିଲେ l ଏହି ପ୍ରତିଯୋଗିତା ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଠାରୁ ଆରମ୍ଭ ହୋଇ ମହାଲକ୍ଷ୍ମୀ ପେଟ୍ରୋଲ ପମ୍ପ ଦେଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ l ଏଥିରେ ସମସ୍ତ ସରକାରୀ ଓ ବେସରକାରୀ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP