Breaking News

ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||     

ଖଲ୍ଲିକୋଟ ରେ 76 ତମ ସାଧାରଣ ତନ୍ତ୍ର ଦିବସ ପାଳିତ |

27-Jan-2025

ଖଲ୍ଲିକୋଟ ରେ76  ତମ ସାଧାରଣତନ୍ତ୍ର ଦିବସ ପାଳିତ |

ଓଡିଶା ଜନମତ,ଖଲ୍ଲିକୋଟ, ମାଧବ ବେହେରା, 26/1:

ସାରା ଭରତ ରେ ଗଣତନ୍ତ୍ର ର ମହାନ ପର୍ବ 76  ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହ ରେ ପାଳିତ ହେଉଥିବା ବେଳେ ଖଲ୍ଲିକୋଟ ବ୍ଲକ ଓ ଏନ ଏ ସି ର ପୂରପଲ୍ଲୀ ରେ ମଧ୍ୟ ଅନୁରୂପ ଆନନ୍ଦ ଉଲ୍ଲାସ ପାଳିତ ହୋଇଛି |ଖଲ୍ଲିକୋଟ ଏନ ଏ ସି ପରିସର ରେ ସ୍ଥାନୀୟ ବିଧାୟଜ ପୂର୍ଣ୍ଣ ଚନ୍ଦ୍ର ସେଠି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଖଲ୍ଲିକୋଟ ଏନ ଏ ସି ଅଧକ୍ଷ ଇଂ ନିରଞ୍ଜନ ବେହେରା ଯୋଗ ଦେଇ ଅତିଥି ଓ ପ୍ୟାରେଡ କୁ ଆସିଥିବା ଛାତ୍ର ଛାତ୍ରୀ ମାନଙ୍କୁ ସ୍ୱାଗତ କରିଥିଲେ  | ଏ ଉପଲକ୍ଷେ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଥିବା ଅନ୍ତେବାସୀ ରୋଗୀ ମାନଙ୍କୁ  ଏନ ଏ ସି ଅଧକ୍ଷ ଶ୍ରୀ ବେହେରା ଓ ବିଧାୟଜ ଶ୍ରୀ ସେଠୀ ଫଳ ବଣ୍ଟନ କରିଵା ସହ ଓଡିଶା ଏକତ୍ରୀ କରଣ ର କର୍ଣ୍ଣଧାର ସ୍ବର୍ଗତ ରାଜା ରାମଚନ୍ଦ୍ର ମର୍ଦରାଜ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ |ଅନ୍ୟ ମାନଙ୍କ ମଧ୍ୟରେ ଖଲ୍ଲିକୋଟ ତହସିଲଦାର ଡ଼ି ମଲେଶ୍ୱର ପାତ୍ର ଓ ବି ଡ଼ି ଓ ଦେବାଶିଷ ସାମଲ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଅଧକ୍ଷ ଡାକ୍ତର ପ୍ରଦୀପ କୁମାର ଗନ୍ତାୟତ ଓ ସମସ୍ତ କାଉନସିଲର ପ୍ରମୁଖ ଉପସ୍ଥିତ ରହିଥିଲେ | 
ସେହିପରି ଖଲ୍ଲିକୋଟ ବ୍ଲକ ରେ ବିଧାୟକ ଶ୍ରୀ ସେଠି ସ୍ୱାଧୀନତା ସଂଗ୍ରାମୀ  ସ୍ମାରକୀ ଫଳକ କୁ ପୁନଃ ସ୍ଥାପନ କରି ବି ଡ଼ି ଓ ଶ୍ରୀ ସାମଲ ଙ୍କ ଉପସ୍ଥିତି ରେ ପତାକା ଉତ୍ତୋଳନ କରିଥିବା ବେଳେ ବନାଞ୍ଚଳ କାର୍ଯ୍ୟାଳୟ ରେ ଏ ସି ଏଫ ଦିବ୍ୟ ଶଙ୍କର ବେହେରା ପତାକା ଉତ୍ତୋଳନ କରିଥିଲେ | ସେହିପରି ବ୍ଲକ ର ସମସ୍ତ ପଂଚାୟତ କାର୍ଯ୍ୟାଳୟ ରେ ସରପଞ୍ଚ ମାନେ ପତାକା ଉତ୍ତୋଳନ କରିଥିବା ବେଳେ ପ୍ରାଥମିକ ବଦ୍ୟାଳୟ ଠାରୁ ଆରମ୍ଭ କରି ମହାବିଦ୍ୟାଳୟ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ରେ ଜନ ରାଜ୍ୟ ଦିବସ କୁ ମହାସମାରୋହ ରେ ପାଳନ କରାଯାଇଥିବା ଜଣାପଡିଛି |

News Comment

You Might Also Like

BACK TO TOP