Breaking News

ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||     

ବୁଗୁଡ଼ା ରେ ପ୍ରଥମ ପର୍ଯ୍ୟୟରେ 53200ଖଣ୍ଡ ମାଗଣା ପାଠ୍ୟ ପୁସ୍ତକ ଆସିଲା

28-Jan-2025

ପ୍ରଥମ ପର୍ଯ୍ୟାୟରେ ୫୩୨୦୦ ଖଣ୍ଡ ମାଗଣା ପାଠ୍ୟପୁସ୍ତକ ବୁଗୁଡାରେ ପହଞ୍ଚିଲା,

ଓଡିଶା ଜନମତ,ବୁଗୁଡ଼ା, ହରପ୍ରସାଦ ପାଢ଼ୀ,ତା ୨୮/୦୧/୨୫ : 
ଆସନ୍ତା ଶିକ୍ଷାବର୍ଷ ଏପ୍ରିଲ ୨ ତାରିଖରୁ ଆରମ୍ଭ ହେବ । ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷାବିଭାଗ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ସମଗ୍ର ଶିକ୍ଷା ଅଭିଯାନ ଯୋଜନା ମାଧ୍ୟମରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ମାଗଣାରେ ଯୋଗାଇଦିଆଯାଉଥ‌ିବା  ପାଠ୍ୟପୁସ୍ତକ ବୁଗୁଡା ଗୋଷ୍ଠୀ ଶିକ୍ଷାଧକାରୀଙ୍କ କାର୍ଯ୍ୟାଳୟ ରେ ପହଞ୍ଚିଥିବା  ଜଣାପଡ଼ିଛି । ବୁଗୁଡା ଗୋଷ୍ଠୀଶିକ୍ଷାଧି କାରୀ କାର୍ଯ୍ୟାଳୟ ଅଧିନସ୍ଥ ୧୧ଟି କ୍ଲଷ୍ଟର ମଧ୍ୟରେ ରହିଥିବା ୭୨ଟି ପ୍ରାଥମିକ, ୪୦ଟି ଉଚ୍ଚ ପ୍ରାଥମିକ ଓ ୧୮ଟି ଉଚ୍ଚ ବିଦ୍ୟାଳୟ ହିସାବରେ ମୋଟ ୧୩୦ଟି  ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ମାଗଣାରେ ଏହି ପାଠ୍ୟପୁସ୍ତକ ଯୋଗାଇବା ପାଇଁଶିକ୍ଷାବିଭାଗ ପକ୍ଷରୁ ପ୍ରୟାସ ଜାରି ରହିଥ‌ିବା ଲକ୍ଷ୍ୟ କରାଯାଇଛି। ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ନିକଟରେ ଯେପରି ପାଠ୍ୟ ପୁସ୍ତକ ପହଞ୍ଚିପାରିବ ସେଥ‌ି ପାଇଁ ବିଇଓ ଚିନ୍ମୟ ମହା ପାତ୍ର , ଏବିଇଓ ଅମିତା କୁମାରୀ ପାଢୀ ଓ ତପସ୍ବିନୀ ସାହୁ ପ୍ରମୁଖଙ୍କ ତତ୍ତ୍ବାବଧାନରେ ସ୍ଥାନୀୟ ଶିକ୍ଷାବିଭାଗ ପକ୍ଷରୁ ପ୍ରାକ୍ ପ୍ରସ୍ତୁତି ସହ କ୍ଲଷ୍ଟର ସ୍ତରୀୟ ପୁସ୍ତକ ଯୋଗାଣ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ବୁଗୁଡା ଗୋଷ୍ଠୀ ଶିକ୍ଷାଧୂକାରୀ କାର୍ଯ୍ୟାଳୟ ଅଧୀନସ୍ଥ ବୁଗୁଡା ବ୍ଳକ ଓ ଏନ୍ଏସି ଅଞ୍ଚଳରେ ଥ‌ିବା ୧୩୦ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ରେ ପ୍ରାୟ ୧୩ ହଜାରରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପାଠ ପଢୁଥ‌ିବା ବେଳେ ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ବିଷୟର ୫୩୨୦୦ ଖଣ୍ଡ ମାଗଣା ପାଠ୍ୟପୁସ୍ତକ ଯୋଗାଇ ଦିଆଯାଇଥିବା ଜଣାପଡ଼ିଛି । ଛାତ୍ରଛାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ନିଅଣ୍ଟିଆ ପୁସ୍ତକ ପରବର୍ତ୍ତୀ ପର୍ଯ୍ୟାୟରେ ଯୋଗାଇ ଦିଆଯିବ ବୋଲି ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶ ପାଇଛି।

News Comment

You Might Also Like

BACK TO TOP