Breaking News

ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||     

ବୁଗୁଡ଼ା ବ୍ଲକ ଭଗବାନ ପୁର ଗାଁରେ ଶିକାରୀ ଫାଶ ରେ ପଡି ଜିଆଦର ମୃତ୍ୟୁ |

30-Jan-2025

ଶିକାରୀ ଫାଶରେ ପଡି ଜିଆଦର ମୃତ୍ୟୁ,

ଓଡିଶା  ଜନମତ, ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା ୩୦/୦୧/୨୫ : 
ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଭଗବାନପୁର ଗାଁର ଏକ ପୋଖରୀ ନିକଟରେ ଶିକାରୀଙ୍କ ଦ୍ବାରା ବିଛା ଯାଇଥିବା ଫାଶରେ ପଡ଼ି ଗୋଟିଏ ଅଣ୍ଡିରା ଜିଆଦର ମୃତ୍ୟୁ ଘଟିଥିବା ଜଣାପଡିଛି। ପ୍ରକାଶ ଯେ, ବୁଧବାର ରାତିରେ ଭଗବାନପୁର ଗାଁର ଏକ ପୋଖରୀ ନିକଟରେ ଦୁର୍ବୃତ୍ତଙ୍କ ଦ୍ବାରା ବନ୍ଯଜନ୍ତୁ ଶିକାର ଉଦ୍ଦେଶ୍ଯରେ ଫାଶ ପକାଇଥିଲେ। ରାତିରେ ଖାଦ୍ୟ ଅନ୍ଵେଷଣରେ ଜିଆଦଟିଏ ଆସି ସେହି ଫାଶରେ ପଡ଼ିଯାଇଥିଲା। ସେଥିରୁ ମୁକୁଳିବା ପାଇଁ ଜିଆଦଟି ଚେଷ୍ଟା ଯୋଗୁଁ ବେକର ବିଭିନ୍ନ ଭାଗରେ ଗଭୀର ଆଘାତ ଲାଗିଥିଲା।ସକାଳେ ଜିଆଦଟି ଫାଶରୁ ଖସିଯିବା ପରେ କୁକୁର ପଲର ହାବୁଡ଼ରେ ପଡିଥିଲା । କୁକୁର ପଲର ଆକ୍ରମଣରୁ ବର୍ତ୍ତିବା ପାଇଁ ଜିଆଦଟି ଦୌଡି ଯାଇ ନିକଟସ୍ଥ ପୋଖରୀ ମଧ୍ୟକୁ ପଶିଯାଇଥିଲା। ଏ ଦୃଶ୍ୟ ଜନୈକ ଗ୍ରାମବାସୀଙ୍କ ନଜରକୁ ଆସିବା ପରେ ବନ ବିଭାଗର ଭଗବାନପୁର  ବିଟକୁ ଜଣାଇଥିଲେ। ଖବର ପାଇ ବନବିଭାଗ କର୍ମଚାରୀମାନେ ସେଠାରେ ପହଞ୍ଚି ଜିଆଦଟିକୁ ଉଦ୍ଧାର କରିଥିଲେ ସୁଦ୍ଧା କିଛି ସମୟ ପରେ ତାହାର ମୃତ୍ୟୁ ଘଟିଥିଲା । ଏ ନେଇ ବନାଞ୍ଚଳ ଅଧିକାରୀଙ୍କୁ ଅବଗତ କରାଯିବା ପରେ ତାଙ୍କର ନିର୍ଦ୍ଦେଶ କ୍ରମେ ମୃତ ମୃଗଟିକୁ ବୁଗୁଡ଼ା ବନ ବିଭାଗ କାର୍ଯ୍ୟାଳୟକୁ ଅଣାଗଲା ଏବଂ ଶବ ବ୍ୟବଚ୍ଛେଦ ପରେ ତାହାକୁ ପୋତା ଯାଇଥିଲା ।

News Comment

You Might Also Like

BACK TO TOP