Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ଖଲ୍ଲିକୋଟ ରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ |

01-Feb-2025

ଖଲ୍ଲିକୋଟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅଭିଯାନ | 
*********************************
ଓଡିଶା ଜନମତ,ଖଲ୍ଲିକୋଟ  ମାଧବ ବେହେରା,   1/2 :

ଖଲ୍ଲିକୋଟ,ଶନିବାର ଦିନ  ବ୍ଲକ ପରିସର ରେ   ପଂଚାୟତ ସମିତି ତରଫରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଆୟୋଜିତ ସାମର୍ଥ୍ୟ ଶିବିର ରେ ଖଲ୍ଲିକୋଟ ବ୍ଲକ ର 29 ଗୋଟି ପଂଚାୟତ ଓ ଏନ ଏ ସି ର ବହୁ ଭିନ୍ନକ୍ଷମ ମାନେ ଯୋଗ ଦେଇ ଆୟୋଜିତ ଶିବିର ରେ ହୋଇଥିବା ବିଭିନ୍ନ ପ୍ରକୋଷ୍ଟ ରେ ସେମାନଙ୍କ ସ୍ୱାସ୍ଥ୍ୟ ମାଗଣା ବସ ପାସ ଆବାସ ରେସନ କାର୍ଡ ସମେତ ଭିନ୍ନକ୍ଷମ ନାମ ପଞ୍ଜିକରଣ ସମ୍ପର୍କିତ ସମସ୍ୟା ନେଇ ପରାମର୍ଶ ନେଇଥିଲେ |ଆୟୋଜିତ ଶିବିର ରେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଯୋଗ ଦେଇ ଭିନ୍ନକ୍ଷମ ମାନଙ୍କୁ ବିଭିନ୍ନ ଉପକରଣ ବଣ୍ଟନ କରିଥିବା ବେଳେ ଖଲ୍ଲିକୋଟ ବି ଡ଼ି ଓ  ଦେବାଶିଷ ସାମଲ ଓ ଖଲ୍ଲିକୋଟ ବ୍ଲକ ଅଧକ୍ଷ ଶ୍ରୀମତୀ କୁମାରୀ ଦାଶ ଓ ଖଲ୍ଲିକୋଟ ତହସିଲ ର ଅତିରିକ୍ତ ତହସିଲଦାର ଅଜୟ କୁମାର ସ୍ୱାଇଁ ଓ ବ୍ଲକ ଉପାଧ୍ୟାକ୍ଷ ଙ୍କ ପ୍ରତିନିଧି କାଲୁରାମ ମହାରଣା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ବ୍ଲକ ର ସମସ୍ଥ ସରପଞ୍ଚ ଓ ବ୍ଲକ କର୍ମଚାରୀ ମାନେ ଯୋଗ ଦେଇ ଶିବିର ପରିଚାଳନା କରିଥିଲେ |

News Comment

You Might Also Like

BACK TO TOP