Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ଗୁମାକି ଆ ବିଦ୍ୟାଳୟ ର ଦ୍ୱତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ |

01-Feb-2025

ଗୁମାକିଆ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ,

ଓଡିଶା ଜନମତ,ବାଲିଗୁଡା, ତା ୦୧/୦୨, ସଞ୍ଜୟ କୁମାର ପାଣିଗ୍ରାହୀ : 
କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁମ୍ବିରା ମଳିକ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ରୁତୁଙ୍ଗିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପିଙ୍କି ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ରୁତୁଙ୍ଗିଆ ପଞ୍ଚାୟତ ଆଞ୍ଚଳିକ ସାଧନ କର୍ମୀ ସାବତ ପ୍ରଧାନ, ସମ୍ମାନିତ ଅତିଥି ଭାବେ ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା, ପିଇଓ ସୁଶାନ୍ତ କୁମାର ବେହେରା, ଗାଲିଗୁରା ପଞ୍ଚାୟତ ସିଆରସିସି ଜୟ ପ୍ରକାଶ ପ୍ରଧାନ ପ୍ରମୁଖ ଯୋଗ ଦେଇ ଶିକ୍ଷା-ଶିକ୍ଷକ ଓ ଛାତ୍ର ଛାତ୍ରୀ ର ଗୁରୁତ୍ୱ ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ l ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଏଥିରେ ସତ୍ୟ ନାରାୟଣ ତ୍ରିପାଠୀ ପରିଚାଳନା କରିଥିବା ବେଳେ ଭକ୍ତ ବତ୍ସଳ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP