Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ଅକ୍ସଫୋର୍ଡ ଇଂରେଜି ମାଧ୍ୟମିକ ସ୍କୁଲ ରେ ଛାତ୍ର, ଛାତ୍ରୀଙ୍କୁ ପୁରସ୍କାର ବିତରଣ ଅନୁଷ୍ଠିତ ||

01-Feb-2025

ତା ୦୧/୦୨/ ଅକ୍ସଫୋର୍ଡ ପବ୍ଲିକ୍ ସ୍କୁଲ ରେ ଛାତ୍ର, ଛାତ୍ରୀଙ୍କୁ ପ୍ରାଇଜ ବ୍ୟୁର  ବିତରଣ  କାର୍ଯ୍ୟକ୍ରମ ଅନୁଷ୍ଠିତ,

                        Nଓଡିଶା ଜନମତ   ବ୍ୟୁରୋ,

ପୁରୁଷୋତ୍ତମପୁର ସହରସ୍ଥିତନୀଳକଣ୍ଠ ନଗର ରେ ଅବସ୍ତିତ ଅକ୍ସଫୋର୍ଡ ଇଂରାଜୀ ମାଧ୍ୟ୍ୟମିକ ବିଦ୍ୟାଳୟରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ  ଅନୁଷ୍ଠାନ ର ଡାଇରେକ୍ଟର ରବୀନ୍ଦ୍ର କୁମାର ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଆରମ୍ଭ କରାଯାଇଥିଲା ।ଏଥିରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ପ୍ରଫୁଲ୍ଲ ରଥ(ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ)ଓ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ରାଜ ଗୋପାଳ ରାଓ,(ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ) ଶ୍ରୀଯୁକ୍ତ ପ୍ରସନ୍ନ କୁମାର ଦାଶ (ନିତିଦିନ ପେପର ଓ ନିଉସ 7 ଟିଭି ର ରିପୋର୍ଟର)ଯୋଗ ଦେଇ ଥିଲେ।  ମୁଖ୍ୟ ଅତିଥି ପ୍ରଫୁଲ ରଥ  ଛାତ୍ର, ଛାତ୍ରୀଙ୍କ ଭବିଷ୍ୟତ ଉଜ୍ବଳ ନିମନ୍ତେ ବିଭିର୍ଣ୍ଣ  ସକାରାତ୍ମକ  ମତ ଦେଇଥିଲା ବେଳେ ରାଜ ଗୋପାଳ ରାଓ ଛାତ୍ର ଛାତ୍ରୀ ମାନେ ପିତା, ମାତା ଙ୍କ ସେବା ହିଁ ସବୁଠାରୁ ବଡ଼ ପୁଣ୍ୟ ବୋଲି ପିଲାମାନଙ୍କୁ ବୁଝାଇ ଥିଲେ | ସେହିପରି ବରିଷ୍ଟ ସାମ୍ବାଦିକ ପ୍ରସନ୍ନ କୁମାର ଦାଶ, କେଉଁଥିପାଇଁ ପିଲାମାନେ ଉପକୃତ ହୋଇ ଥିଲେ, ତାହା ଉପରେ ଏବଂ କାହାଣୀ ମାଧ୍ୟମରେ କହି ଥିଲେ  |  ଅଧକ୍ଷ ଓ ପ୍ରଧାନ ଶିକ୍ଷକ ମଧ୍ୟ  ଛାତ୍ର, ଛାତ୍ରୀଙ୍କ ଭବିଷ୍ୟତ ନେଇ ଅନେକ ମତ ଦେଇଥିଲେ | ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ରେ ବହୁ ଛାତ୍ର ଛାତ୍ରୀ ଭାଗ ନେଇଥିଲେ  | ଏହାରି ମଧ୍ୟରେ  ଦୌଡ ପ୍ରତିଯୋଗିତା, ମ୍ୟୁଜିକ ଚେୟାର୍ ସଟପୁଟ୍, ଜାଭେ ଲିନ୍, ଥ୍ରୋ ଭଳି ବିଭିନ୍ନ ପ୍ରକାର ଖେଳ ଅନୁଷ୍ଠିତ ହୋଇଥିଲା। ଉକ୍ତ ପ୍ରତି ଯୋଗିତାରେ କୁର୍ତିତ୍ୱ ହାସଲ କରିଥିବା ପ୍ରଥମ, ଦ୍ୱତୀୟ, ଓ ତୃତୀୟ  ମୋଟ 145 କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରା ଯାଇଥିଲା। ଅନୁଷ୍ଠାନର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରଭାକର ଗୌଡ ଓ ଅନ୍ୟାନ୍ୟ ଶିକ୍ଷୟିତ୍ରୀ ଭବାନୀ ଦେବୀ ମହାରଣା, ଗାୟତ୍ରୀ ସାହୁ, ବନିତା ବେହେରା, ସ୍ମୃତିମୟୀ ପଣ୍ଡା, ସନ୍ତୋଷିନି ଦୋରା, ଧରିତ୍ରୀ ପାତ୍ର, ପ୍ରିୟଙ୍କା ପାତ୍ର, ପ୍ରଣୟ ଲତା ପଣ୍ଡା, ଉମାରାଣି ଦାସ, ସନ୍ଧ୍ୟା ସାହୁ ପ୍ରଭୃତି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

News Comment

You Might Also Like

BACK TO TOP