Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ବୁଗୁଡ଼ା ର ବିଭିନ୍ନ ଶିକ୍ଷା ଅନୁଷ୍ଠାନ ରେ ବସନ୍ତ ପଞ୍ଚମୀ ପାଳିତ |

02-Feb-2025

ବିଭିନ୍ନ ଶିକ୍ଷାନୁଷ୍ଠାନରେ ସରସ୍ଵତୀ ପୂଜା

 ଓଡିଶା   ଜନମାତ ,ବୁଗୁଡ଼ା, ହର ପ୍ରସାଦ ପାଢ଼ୀ,ତା ୦୨/୦୨/୨୫ :

 ପବିତ୍ର ମାଘ ଶୁକ୍ଳ ପଞ୍ଚମୀ ତିଥିରେ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଦ୍ଯାଦାତ୍ରୀ ମା ସରସ୍ୱତୀଙ୍କ ପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର , ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର  , ନିୟୁ ଏରା ପବ୍ଲିକ୍ ସ୍କୁଲ , ସାଇ ସରସ୍ବତୀ ଶିଶୁ ମନ୍ଦିର , ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲ, ଶୋଭନୀୟ ପବ୍ଲିକ୍ ସ୍କୁଲ୍, ପିପୁଲ୍ସ ହାଇସ୍କୁଲ , ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ , ବୁଦ୍ଧଗିରି ବିଦ୍ୟାପୀଠ, ପିପୁଲ୍ସ କଲେଜ, ଶ୍ରୀ ବଳଦେବଜୀୟୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବାଲିପଦର କଲେଜ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନରେ ମା ବାଗଦେବୀଙ୍କ ପୂଜା ଉତ୍ସବ ପାଳିତ ହୋଇଯାଇଛି । ଏ ଅବସରରେ କେତେକ ବିଦ୍ଯାଳୟରେ ନୂତନ ଶିଶୁଙ୍କ ବିଦ୍ଯାରମ୍ଭ ହୋଇଥିଲା ।

News Comment

You Might Also Like

BACK TO TOP