Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ବୁଗୁଡ଼ା ବିଜେପି ତରଫରୁ ରାଷ୍ଟ୍ରପତି ଙ୍କୁ ଅବ ମାନନା ଉପରେ ସୋନିଆ ରାହୁଲ ଗାନ୍ଧୀ ଙ୍କ କୁସପୁତ୍ତଳିକା ଦାହ |

02-Feb-2025

ବିଜେପି ପକ୍ଷରୁ ରାଷ୍ଟ୍ରପତିଙ୍କ ଅପମାନର ପ୍ରତିବାଦ, ସୋନିଆ ଓ ରାହୁଲ ଗାନ୍ଧୀଙ୍କ କୁଶ ପୁତ୍ତଳିକା ଦାହ,

ଓଡିଶା ଜନମତ, ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୦୨/୦୨/୨୫ :
ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଅପମାନଜନକ ଶବ୍ଦ ପ୍ରୟୋଗ କରିଥିବାରୁ ତାହାର ପ୍ରତିବାଦରେ ବୁଗୁଡା ନଗର ବିଜେପି ପକ୍ଷରୁ ରବିବାର ସନ୍ଧ୍ୟାରେ ସ୍ଥାନୀୟ ମଦନ ମୋହନ ଛକରେ ଦଳୀୟ କର୍ମୀଗଣ କଂଗ୍ରେସ ଓ ସୋନିଆ-ରାହୁଲଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେବା ସହ ମାଆ ଓ ପୁଅ ଉଭୟଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ। 
ବୁଗୁଡ଼ା ନଗର ବିଜେପି ସଭାପତି କେଦାର ନାଥ ମହାରଣାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ହର ପ୍ରସାଦ ଦାଶ,ଯଜ୍ଞ ନାରାୟଣ ପାତ୍ର, କୃଷ୍ଣଚନ୍ଦ୍ର ମହାପାତ୍ର, ଦିଲ୍ଲୀପ ପ୍ରଧାନ , ରବିନ୍ଦ୍ର ପରିଡ଼ା, ବନବାସୀ ମହାରଣା, ସୁଶାନ୍ତ ଡାକୁଆ ଓ ଶେଷଦେବ ପାତ୍ର ପ୍ରମୁଖଙ୍କ ସମେତ ବହୁ କର୍ମୀ ଯୋଗ ଦେଇଥିଲେ।

News Comment

You Might Also Like

BACK TO TOP