Breaking News

ଡର ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||     

ବୁଗୁଡ଼ା ବିରଞ୍ଚି ନାରାୟଣ ଙ୍କ ତିଳ ସପ୍ତମୀ ରେ ରଥ ଯାତ୍ରା ଅନୁଷ୍ଠିତ |

04-Feb-2025

ତିଳ ସପ୍ତମୀରେ ଶ୍ରୀ ବିରଞ୍ଚି ନାରାୟଣଙ୍କ ରଥଯାତ୍ରା  ଅନୁଷ୍ଠିତ,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରସାଦ ପାଢ଼ୀ,ତା ୦୪/୦୨/୨୫ : 
ସ୍ଥାନୀୟ ଶ୍ରୀ ବିରଞ୍ଚି  ନାରାୟଣ ମନ୍ଦିରରେ ତିଳ ସପ୍ତମୀ ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି  । ଆଜି ପ୍ରତ୍ଯୁଷରୁ ମଙ୍ଗଳ ଆଳତି ଏବଂ ଅବକାଶ ନୀତି ପରେ ଠାକୁରଙ୍କ ସ୍ବତନ୍ତ୍ର ବେଶ ଅନୁଷ୍ଠିତ ହୋଇଥିଲା । ମନ୍ଦିର ପୁରୋହିତ ଚିତ୍ତ ରଞ୍ଜନ ମିଶ୍ରଙ୍କ ତତ୍ତ୍ବାବଧାନରେ ଚିନ୍ମୟ ଦାଶ ,ବୈଷ୍ଣବ ଚରଣ ଦାଶ, ଶ୍ରୀକାନ୍ତ ମିଶ୍ର ଓ ସୁବାସ ଦାଶ  ପ୍ରମୁଖ ରଥ ପ୍ରତିଷ୍ଠା ସହ ହୋମ କାର୍ଯ୍ୟ ସମ୍ପାଦନ କରିଥିଲେ  । ହୟଶୀର୍ଷ ସୌରଖଣ୍ଡ ବିଧି ଅନୁସାରେ ଏହି ପ୍ରତିଷ୍ଠା ସହ ହୋମ କାର୍ଯ୍ୟ ହୋଇଥିଲେ । କର୍ତ୍ତା ରୂପେ ମଠାଧୀଶ ଭକ୍ତରାମ ଦାସ ଯୋଗ ଦେଇଥିଲେ । ସନ୍ଧ୍ୟା ଆଳତି ପରେ ମନ୍ଦିର ପରିସରରେ ଥିବା ଶ୍ରୀ ବିରଞ୍ଚି ନାରାୟଣଙ୍କ ଚଳନ୍ତି ବିଗ୍ରହକୁ ରଥରେ ବିଜେ କରାଯାଇଥିଲା । ଘଣ୍ଟ ଓ ମୃଦଙ୍ଗ ସାଙ୍ଗକୁ ଆତସବାଜିର ଧ୍ବନିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଥିଲା । ସେଠାରେ ଶ୍ରୀ ବିଗ୍ରହକୁ ଭୋଗ ଓ ଆଳତି ଅର୍ପଣ କରାଯିବା ପରେ ପୁଣି ସ୍ବସ୍ଥାନକୁ ଅଣାଯାଇଥିଲା । ପୂଜକ ଉମାକାନ୍ତ ଦାଶ ଓ ବଳରାମ ପାଢୀ ପ୍ରମୁଖ ଏହି କାର୍ଯ୍ୟରେ ସହଯୋଗ କରିଥିଲେ । ଉକ୍ତ ରଥଯାତ୍ରାରେ ବହୁ ଲୋକଙ୍କ ସମାବେଶ ହୋଇଥିଲା ।

News Comment

You Might Also Like

BACK TO TOP