Breaking News

ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||     

କୋରାପୁଟ ବନ୍ଧୁଗାଁ ବ୍ଳକରେ ବିକଶିତ ଗାଁ ଓ ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ |

05-Feb-2025

ବ୍ଲକ ସ୍ତରୀୟ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ  ଅନୁଷ୍ଠିତ ,

                          କୋରାପୁଟ ଜିଲ୍ଲା ବନ୍ଧୁଙ୍ଗା ବ୍ଲକ ରେ ବିକଶିତ ଗାଁ, ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ | ଓଡିଶା ଜନମତ ବ୍ୟୁରୋ,

ବନ୍ଧୁଗାଁ ତା୫/୨/୨୫( ଇମିସ) କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଥିବା ମିନୀ ଷ୍ଟାଡିୟମ ପଡ଼ିଆରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରଦୀପ ଚରଣ ମାଝି ଓଡ଼ିଶା ସରକାରଙ୍କ ତରଫରୁ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ବ୍ଲକ ବିଡିଓ ଅବିନାଶ ବିଶ୍ୱଜିତ ସେଠୀଙ୍କ  ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ  ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀ ମିଣିଆକା ଙ୍କ ସଭାପତିତ୍ଵରେ ବ୍ଲକ ସ୍ତରୀୟ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ଜଗତର ନାଥ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲା। ଏହା ପରେ ଆମ ଓଡ଼ିଶାର ଜାତୀୟ ସଙ୍ଗୀତ ଗାନ କରା ଯାଇଥିଲା । ଜାତୀୟ ସଙ୍ଗୀତ ଗାନ କରିବା ସମୟରେ ମଞ୍ଚରେ ବସିଥିବା ଥିବା ଜିଲ୍ଲା ଓ ବ୍ଲକ ଅଧିକାରୀ, ଜନ ପ୍ରତିନିଧି, ବିଭିନ୍ନ ରାଜନୈତିକ ଦଳର ନେତା କର୍ମୀ, ଅଙ୍ଗନୱାଡ଼ି କର୍ମୀ ଓ ମିଶନ ଶକ୍ତିର ଏମବିକେ ଓ ସିଆରପି କର୍ମୀ ମାନେ ନୀରବଦ୍ରଷ୍ଟା  ହୋଇ ନିଜ ନିଜ ଆସନରେ ରହିଥିବା ଦେଖିବାକୁ ମିଳିଛି । ଏହା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ବିକଶିତ ଗାଁ ବିକଶିତ ଓଡ଼ିଶା ଗଠନ ପାଇଁ ପ୍ରତି ପଞ୍ଚାୟତର ଗାଁ ରୁ ବିକାଶ ମୂଳକ କାମ ପାଇଁ ପାଞ୍ଚ ବର୍ଷୀୟା ଯୋଜନା ପ୍ରସ୍ତୁତ କରିବାକୁ ତାଙ୍କ ଅଭିଭାଷଣ ଜରିଆରେ ଜଣାଇଥିଲେ। ବନ୍ଧୁଗାଁ ବ୍ଲକର ୧୩ ଟି ପଞ୍ଚାୟତରେ ଚଳିତ ମାସ ୧୧,୧୨,୧୩ ତାରିଖ ଦିନ ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ସ୍ଵତ୍ରନ୍ତ ଗ୍ରାମସଭା କରାଯିବା ପାଇଁ ସ୍ଥିର କରାଯାଇଥିବା ବିଡିଓ ଜଣାଇଥିଲେ।ଏହି କାର୍ଯ୍ୟକ୍ରମରେ ଥାନା ଭାର ପ୍ରାପ୍ତ ଅଧିକାରୀ ପ୍ରସନ୍ନ କୁମାର ମିଶ୍ର,ସିଡିପିଓ ଗୀତାଞ୍ଜଳୀ ମହାରଣା, ମଙ୍ଗଳ ବିଭାଗ ଅଧିକାରୀ ଚନ୍ଦନ କୁମାର ସ୍ବାଇଁ, ବିଏସଏସଓ ଦୀପକ କୁମାର ବେଉରିଆ, ଜିପିଡିଓ ଅମୀର ଅକ୍ଷୟ କୁମାର ପ୍ରଧାନ,    ବିଧାୟକ ବ୍ଲକ ପ୍ରତିନିଧି ଡି ଏଙ୍କାଟି, ବିଜେପି ଜିଲ୍ଲା ସମ୍ପାଦକ ଶରତ ପାତ୍ର, ବିଜେପି ଜୋନ ୨ ସଭାପତି ଆର ବିଜୟ କୁମାର, ସରପଞ୍ଚ ଉନୀୟନ ବ୍ଲକ ସଭାପତି  ସରପଞ୍ଚ ଭାସ୍କର ୱାଟାକା, ବନ୍ଧୁଗାଁ ପଞ୍ଚାୟତ ସରପଞ୍ଚ ଲକ୍ଷ୍ମୀ କାଡ୍ରାକା, କୁମ୍ଭାରିପୁଟ ପଞ୍ଚାୟତ ସରପଞ୍ଚ ଲୁଦ୍ର ଯାକାକା, ପେଦାଅଲଡା ପଞ୍ଚାୟତ ସରପଞ୍ଚ ଶେଖର କଣ୍ଡାଗୋରୀ, ଆଲମଣ୍ଡା ପଞ୍ଚାୟତ ସରପଞ୍ଚ ଗୌରୀ ମେଲେକା, ଗାରିଡି ପଞ୍ଚାୟତ ସରପଞ୍ଚ ମୋତି ମାଣ୍ଡିଙ୍ଗି, ନିଲାବାଡି ପଞ୍ଚାୟତ ସରପଞ୍ଚ ୱାଟାକା ଜଗାନା, ବଡ଼ସରପଲ୍ଲୀ ପଞ୍ଚାୟତ ସରପଞ୍ଚ ସୁନ୍ଦୁରୁ ପିଡିକା,ଓ କାବ୍ରିବାଡି ସରପଞ୍ଚ ସୁସ୍ମିତା ପିଡିକା ଓ ସମସ୍ତ ସମିତି ସଭ୍ୟ ଉପସ୍ଥିତ ରହିଥିଲେ।

News Comment

You Might Also Like

BACK TO TOP