Breaking News

ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||     

ବୁଗୁଡ଼ା ରେ ବିକଶିତ ଗାଁ ବିକଶିତ ଓଡିଶା ର କାର୍ଯ୍ୟକ୍ରମ ଅନୁଷ୍ଠିତ |

05-Feb-2025

ବୁଗୁଡ଼ାରେ ବିକଶିତ ଗାଁ, ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ,

ଓଡିଶା ଜନମତ,  ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୦୫/୦୨/୨୫ : 
ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମ ପରିସରରେ ବୁଗୁଡା ବ୍ଲକ ପ୍ରଶାସନ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉକ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲା ବେଳେ ଏଲଇଡି ମାଧ୍ୟମରେ ଏହାର ସିଧା ପ୍ରସାରଣ କରାଯାଇଥିଲା। ଓଡିଶା ସରକାରଙ୍କ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ମୌଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢୀକରଣ , କ୍ଷୁଦ୍ର ପର୍ଯ୍ଯଟନସ୍ଥଳୀର ବିକାଶ ଓ ଉନ୍ନତିକରଣ, ଶିକ୍ଷା ଓ କ୍ରୀଡା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକୀକରଣ , ନୂତନ ଅଭିନବ ଜନମଙ୍ଗଳକାରୀ ବହୁମୂଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟାନ୍ବୟନ ଏବଂ ବିଶେଷ ଭାବରେ ଅନୁନ୍ନତ ଜନଜାତି ସମୁଦାୟ ବସବାସ କରୁଥିବା ଅଞ୍ଚଳରେ ଆଭ୍ୟନ୍ତରୀଣ ଓ ଆନ୍ତଃ ଗ୍ରାମ୍ଯ ସଡକ ସଂଯୋଗୀକରଣ ଆଦି ବିଷୟରେ ଆଲୋକପାତ କରାଯାଇଥିଲା। ଏଥି ସହ ପାଞ୍ଚ ହଜାର କୋଟି ଟଙ୍କାର ବ୍ୟୟବରାଦରେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଯୋଜନା କାର୍ଯ୍ୟକାରୀ ହେବା ନେଇ ସୂଚନା ଦିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ବିଡ଼ିଓ ଦୂତିକୃଷ୍ଣ ପାତ୍ର, ସହ ନିର୍ବାହୀ ଯନ୍ତ୍ରୀ ସୁରେନ୍ଦ୍ର ନାୟକ ପରିଚାଳନା କରିଥିବା ବେଳେ ଅଞ୍ଚଳର ଅନେକ ଜନପ୍ରତିନିଧି ଏବଂ ମହିଳା ଉପସ୍ଥିତ ରହିଥିଲେ।

News Comment

You Might Also Like

BACK TO TOP