Breaking News

ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||     

ଭଞ୍ଜନଗର ଇଂଲିଶ ମିଡ଼ିଏମ ସ୍କୁଲ ରେ ଆଶା ଏକ ନୂଆଁ ଆଲୋକ କାର୍ଯ୍ୟକ୍ରମ ଅନୁଷ୍ଠିତ |

08-Feb-2025

              "ଆଶା" ଏକ ନୁଆ ଆଲୋକ,

                  ଓଡିଶା ଜନମତ  ବ୍ୟୁରୋ,

କୁନି କୁନି ଶିଶୁ ମାନେ ,ଛାତ୍ର ଛାତ୍ରୀ ମାନେ ଆସନ୍ତା କାଲିର ଭବିଷ୍ୟତ ଓ ଏହି ଭବିଷ୍ୟତ ପିଢୀକୁ ଗଢି ତୋଳିବା ପ୍ରତ୍ୟୁକ ଶିକ୍ଷକ ,ଅବିଭାବକ ଙ୍କ ଦାଇତ୍ୱ ଯେ ସେମାନଙ୍କ ର ଅନ୍ତରନିହିତ ଗୁଣର ବିକାଶ ପାଇଁ ଧ୍ୟାନ ଦେବା।ସେହି ଚେଷ୍ଟା ନେଇ ଭଞ୍ଜନଗର ଉପଖଣ୍ଡ ରେ ଥିବା ଦିବ୍ୟଶକ୍ତି ବିଦ୍ୟାଳୟ ର 30 ତମ ବାର୍ଷିକ ଉତ୍ସବ" ଆଶା " କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବେ  ଉତ୍ତର ଘୁମୁସର ବନାଞ୍ଚଳ ଡି .ଏଫ. ଓ ଶ୍ରୀଯୁକ୍ତ ବିନୋଦ ଆଚାର୍ଯ୍ୟ, ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଏସ.ଧନଞ୍ଜୟ,ବିଦ୍ୟାଳୟ ସମ୍ପାଦକ ଶ୍ରୀଯୁକ୍ତ ସନ୍ତୋସ ପଟ୍ଟନାୟକ, ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀ ଦିଗାମ୍ବର ପ୍ରଧାନ ,ଅବସର ପ୍ରାପ୍ତ ଶିକ୍ଷୟତ୍ରୀ ଶ୍ରୀମତୀ ବାସନ୍ତୀ ପାଣିଗ୍ରାହୀ ଉପସ୍ଥିତ ଥିଲେ ଏବଂ ବ୍ରହ୍ମା କୁମାରୀ ସନ୍ତୋଶିନୀ ଭଉଣୀ ଉପସ୍ଥିତ ଥିଲେ।।ପ୍ରଥମେ ପ୍ରଦୀପ ପ୍ରଜ୍ବଳନ କାର୍ଯ୍ୟକ୍ରମ ଓ ପରେ ଅତିଥି ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଅତିଥି ପରିଚୟ ଦେବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ। ଦିବ୍ୟଶକ୍ତି ବିଦ୍ୟାଳୟ ତରଫରୁ ବ୍ଳକ ଶିକ୍ଷା ଅଧିକାରୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।କୁନି କୁନି ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା  ସାଂସ୍କୃତିକ କାର୍ଯ୍ୟକ୍ରମ ଆଶା ପରିବେଷିତ ହୋଇଥିଲା।ଛାତ୍ର ଛାତ୍ରୀ ମାନଙ୍କ ଚିତା କର୍ସକ ମୃତ୍ୟ ଗୀତରେ ଝୁମି ଥିଲେ ଅବିଭାବକ।ଶେଷରେ କୃତି ପ୍ରତିଯୋଗି ମାନଙ୍କୁ ପୁରସ୍କୃତ କରାଯାଇଥିଲା।ଆଜିର ଏହି ଆଶା କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ର ଶିକ୍ଷୟତ୍ରୀ ସହଯୋଗ କରିଥିଲେ।
 
News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP