Breaking News

ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||     

ବନ୍ଧୁଙ୍ଗାବ୍ଲକ ଅନ୍ତର୍ଗତ ଗାରିଡି କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ |

08-Feb-2025

କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ,

              ଓଡିଶା ଜନମତ  ବ୍ୟୁରୋ,

                ବନ୍ଧୁଗାଁ ତା ୮/୨/୨୫ :

ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଗାରିଡି କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଡୁମାଡଙ୍ଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ନିରଞ୍ଜନ ସାହୁ ଙ୍କ ତତ୍ତ୍ଵାବଧାନ ଓ ସଭାପତିତ୍ଵ ରେ ମୁଖ୍ୟ ଅତିଥି ଭାବେ ଡୁମାଡଙ୍ଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ଦୁର୍ଗୀ ପିୟୁପି ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ପ୍ରିୟଙ୍କା ପାଢ଼ୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଉପସ୍ଥିତ ଥିବା ସଭାପତିଙ୍କ ସମେତ ମୁଖ୍ୟ ଓ ସମ୍ମାନିତ ଅତିଥି ମାନେ ନିପୁଣ ଓଡ଼ିଶା ମେଳାର ଉଦେଶ୍ୟ ଓ ମହତ୍ତ୍ଵ ସମ୍ପର୍କରେ ସୁଚନା ଦେଇଥିଲେ। ଏହି ନିପୁଣ ଓଡ଼ିଶା ମେଳାରେ ମୌଳିକ ସାକ୍ଷରତା, ମୌଳିକ ସଂଖ୍ୟା ଜ୍ଞାନ ଓ ସ୍ୱଜନଶୀଲତା ଭଳି ଥିବା ବିଭିନ୍ନ  ଷ୍ଟଲ ମାଧ୍ୟମରେ ୧୫ ଟି ସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀ ଓ  ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ତିଆରି ୨୦୦ ରୁ ଉର୍ଦ୍ଧ ଶିକ୍ଷଣ ସାମଗ୍ରୀ ଆଣି ପ୍ରଦର୍ଶନ କରାଯାଇ ଥିଲା । ଏହାରି ମାଧ୍ୟମରେ ବିଶେଶ କରି ପ୍ରଥମ ଶ୍ରେଣୀରୁ ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ମୂଳଦୁଆ ସୁଦୃଢ ହେବା , ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ଅଭିମୁଖି କରାଇବା ସହ ଆନନ୍ଦ ଦାୟକ ପରିବେଶ ମଧ୍ୟରେ ଶିକ୍ଷାଦାନ କରାଯାଇ ପାରିବ। କ୍ଲଷ୍ଟର ଅଧିନରେ ଥିବା ସମସ୍ତ ସ୍କୁଲ ର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହି ସହଯୋଗ କରି ଅତି ସୁନ୍ଦର ଭାବରେ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ସ୍କୁଲ ର ଛାତ୍ରଛାତ୍ରୀ ଓ ଅବିଭାବକ ମାନେ ମଧ୍ୟ ଉପସ୍ଥିତ ରହି ଥିଲେ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP